Posted inଖେଳ

ଦକ୍ଷିଣ ଆଫ୍ରିକା ଜିତିଲା

ଜିକ୍ୱେବେରା, ୧୯।୧୨: ଟୋନି ଡି ଜର୍ଜିଙ୍କ ଶତକ ସହିତ ଦକ୍ଷିଣ ଆଫ୍ରିକା ମଙ୍ଗଳବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି। ଭାରତ ୪୬.୨ ଓଭରରେ ୨୧୧ ରନକରି ଅଲ୍‌ଆଉଟ ହୋଇଥିବାବେଳେ ଦକ୍ଷିଣ ଆଫ୍ରିକା ୪୨.୩ ଓଭରରେ ୨ ଉଇକେଟ ହରାଇ ୨୧୫ ରନ ସଂଗ୍ରହ କରି ନେଇଥିଲା। ଭାରତ ପ୍ରଥମ ଦିନିକିଆରେ ବିଜୟୀ ହୋଇଥିବାରୁ ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ ପହଞ୍ଚତ୍ଛି।
ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ଋତୁରାଜ ଗାଏକ୍ୱାଡଓ ତିଳକ ବର୍ମାଙ୍କ ଉଇକେଟ ଶୀଘ୍ର ହରାଇଥିଲା। ସାଇ ସୁଦର୍ଶନ ଓ ଅଧିନାୟକ ଲୋକେଶ ରାହୁଲ ସତର୍କତାର ସହ ବ୍ୟାଟିଂ କରି ଇନିଂସ ସମ୍ଭାଳିଥିଲେ। ମାତ୍ର ଏହି ଯୋଡ଼ି ଭାଙ୍ଗିବାପରେ ଭାରତ ଇନିଂସ ହଡ଼ବଡ଼େଇ ଯାଇଥିଲା। ତୃତୀୟ ଉଇକେଟରେ ୬୮ ରନର ଭାଗୀଦାରି ପରେ ସାଇ ସୁଦର୍ଶନ ଆଉଟ ହୋଇଥିଲେ। ସେ ୭ ଚୌକା ଓ ୧ ଛକା ସହାୟତାରେ ସର୍ବାଧିକ ୬୨ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?