Posted inଖେଳ

ଟି୨୦ ବିଶ୍ୱକପ ପରାଜୟକୁ ନେଇ ଦୁଃଖିତ : ଏଡେନ୍‌ ମାରକ୍ରମ

ବ୍ରିଜଟାଉନ,୩୦ା୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍‌ ଇଣ୍ଡିଆ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ବିଜୟୀ ହୋଇଛି। ହେଲେ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଥିବା ଦକ୍ଷିଣ ଆଫ୍ରିକାକୁ ରନର୍ସ କପ୍‌ରେ ସନ୍ତୁଷ୍ଟ ହେବାକୁ ପଡିଛି।

ଏହି ପରିପ୍ରେକ୍ଷୀରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଏଡେନ୍‌ ମାରକ୍ରମ ପରାଜୟକୁ ନେଇ ଦୁଃଖିତ ଥିବା କହିଛନ୍ତି। ଏହାକୁ ଆଡଜଷ୍ଟ କରିବାକୁ କିଛି ସମୟ ଲାଗିବ। ବୋଲରମାନେ ଭଲ ପ୍ରଦର୍ଶନ କରି ଭାରତକୁ କମ୍‌ ସ୍କୋରରେ ସୀମିତ ରଖିଥିଲେ। ବ୍ୟାଟର ମଧ୍ୟ ଚମତ୍କାର ବ୍ୟାଟିଂ କରିଥିଲେ। ଫାଇନାଲ ମ୍ୟାଚ କାରଣରୁ ସ୍କୋର ବୋର୍ଡର ଅତିରିକ୍ତ ଚାପ ରହିଥିଲା। ଫାଇନାଲ ମ୍ୟାଚ୍‌ଟି ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ହୋଇଥିବା ବେଳେ ଆମେ ଫାଇନାଲିଷ୍ଟ ହେବାକୁ ଯୋଗ୍ୟ ବୋଲି ପ୍ରମାଣିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri