ଭାରତକୁ ଅଭିନନ୍ଦନ ଜଣାଇଲେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ,ଜୋହାନ୍ସବର୍ଗ,୨୩ା୮: ଚନ୍ଦ୍ରୟାନ-୩ ମିଶନକୁ ନେଇ ସମଗ୍ର ବିଶ୍ୱରେ ଆନନ୍ଦର ଲହରୀ ଖେଳିଯାଇଛି। ଅଗଷ୍ଟ ୨୩ ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ଏନେଇ ବ୍ରିକ୍ସ ଶିଖର ସମ୍ମିଳନୀରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା ଚନ୍ଦ୍ରୟାନ-୩ ଅବତରଣ କରିବାକୁ ଥିବା ବେଳେ ସେ ଭାରତକୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ଏହି ମହାନ ସଫଳତାର ଆନନ୍ଦରେ ଆମେ ଭାରତ ସହିତ ଅଛୁ।

ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାଗ ନେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲ୍ୟାଣ୍ଡିଂ ସମୟରେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସହ ଭର୍ଚୁଆଲରେ ଯୋଡ଼ି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri