ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି କରୋନା ସଂକ୍ରମିତ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର

କେପଟାଉନ,୧୩ ।୧୨: ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି । ତାଙ୍କ ନିକଟରେ ସାମାନ୍ୟ ଲକ୍ଷଣ ଥିବା ବେଳେ ଡାକ୍ତର ରାମାଫୋସାଙ୍କ ସ୍ୱାସ୍ଥ୍ୟ ଉପରେ ସମ୍ପୂର୍ଣ୍ଣ ନଜର ରଖିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବୟାନ ଅନୁଯାୟୀ, ନିକଟରେ ୪ ପଶ୍ଚିମ ଆଫିକୀୟ ରାଜ୍ୟ ଗସ୍ତରେ ଥିବା ରାଷ୍ଟ୍ରପତି ରାମାଫୋସା ଓ ସମ୍ପୂର୍ଣ୍ଣ ଦକ୍ଷିଣ ଆଫ୍ରିକା ପ୍ରତିନିଧି ମଣ୍ଡଳଙ୍କର କରୋନା ଟେଷ୍ଟ କରାଯାଇଥିଲା । ଯେଉଁଥିରେ ରାଷ୍ଟ୍ରପତି ସଂକ୍ରିମିତ ଥିବା ଜଣାପଡିଛି । ଏବେ ସେ କେପଟାଉନରେ ସେଲ୍ଫ ଆଇସାଲେଶନରେ ରହିଛନ୍ତି । ଆସନ୍ତା ସପ୍ତାହେ ପାଇଁ ଡେପୁଟି ପ୍ରେସିଡେଣ୍ଟ ଡେଭିଡ ମାବୁଜାଙ୍କୁ ସେ ସମସ୍ତ ଦାୟିତ୍ୱ ଦେଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri