Posted inଖେଳ

ନିର୍ଣ୍ଣାୟକ ମ୍ୟାଚରେ ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ନିର୍ଣ୍ଣାୟକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିବ।
ଏହି ମ୍ୟାଚ ଉଭୟ ଦଳ ପାଇଁ କର ବା ମର ହେବ। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଉଭୟ ଦଳ ଦୁଇଟି ଲେଖାଏ ମ୍ୟାଚ ଜିତିଛନ୍ତି। ତେଣୁ ଶେଷ ମ୍ୟାଚ ଜିତିଥିବା ଦଳ ସିରିଜ ଜିତିବ। ଭାରତ ଏପର୍ଯ୍ୟନ୍ତ ନିଜ ଦେଶରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ କୌଣସି ଟି-୨୦ ସିରିଜ ଜିତି ନାହିଁ ଏବଂ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ ଜିତିବାର ଟିମ ଇଣ୍ଡିଆ ନିକଟରେ ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri