Posted inଜାତୀୟ

ବାଂଲାଦେଶ ସହିତ ମିଶି ଷଡଯନ୍ତ୍ର କରୁଛି ପାକିସ୍ତାନ, ଭାରତ ଉପରେ…

ନୂଆଦିଲ୍ଲୀ,୩୧।୮: ବାଂଲାଦେଶରେ ରାଜନୈତିକ ସ୍ଥିରତା ମଧ୍ୟ ଭାରତ ଉପରେ ପ୍ରଭାବ ପକାଉଛି। ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। କିନ୍ତୁ ବାଂଲାଦେଶରେ ଭାରତ ବିରୋଧରେ ଭାବନା ବୃଦ୍ଧି ପାଉଛି। ପାକିସ୍ତାନ ଏବେ ଏହାର ଖୋଲାଖୋଲି ଭାବେ ଲାଭ ଉଠାଇବା ଆରମ୍ଭ କରିଛି। ପାକିସ୍ତାନ ବର୍ତ୍ତମାନ ବାଂଲାଦେଶ ସହାୟତାରେ ଭାରତକୁ ଘେରିବାକୁ ଚେଷ୍ଟା କରୁଛି। ଏହାର ଏକ ନୂଆ ଉଦାହରଣ ଆସିଛି। ଦକ୍ଷିଣ ଏସିଆରେ ନିଜର ଆଭିମୁଖ୍ୟ ପ୍ରତିଷ୍ଠା ପାଇଁ ସେ ପ୍ରତ୍ୟେକ ପଦକ୍ଷେପ ନେବାକୁ ଚେଷ୍ଟା କରୁଛି।

ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ପ୍ରେସ ବିବୃତ୍ତିରେ କହିଛି ଯେ ପାକିସ୍ତାନ ଏବଂ ବାଂଲାଦେଶ ଶୁକ୍ରବାର ସହମତ ହୋଇଛନ୍ତି ଯେ ଉଭୟ ଦେଶର ପ୍ରଗତି ଏବଂ ସମୃଦ୍ଧତା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ପାକିସ୍ତାନ ସରକାର ଏହା ପୂର୍ବରୁ ଅଗଷ୍ଟରେ ବ୍ୟାପକ ବିରୋଧ ମଧ୍ୟରେ ହାସିନାଙ୍କ ସରକାର ଖସିବା ପରେ ବାଂଲାଦେଶବାସୀଙ୍କ ସହ ଏକତା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri