୪ ଦିନରେ ୩୦୦ କୋଟି ରୋଜଗାର କଲା ‘ଜେଲର’, ରଜନୀକାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ କମଲ ହାସନ

ମୁମ୍ବାଇ: ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଜେଲର’ ବକ୍ସ ଅଫିସରେ ଧମାକାଦାର ରୋଜଗାର କରୁଛି। କିଛି ରିପୋର୍ଟରେ କୁହାଯାଇଛି ଯେ, ଫିଲ୍ମ ଏ ପର୍ଯ୍ୟନ୍ତ ୩୦୦କୋଟି ଟଙ୍କା ସଂଗ୍ରହ କରିଛି। ବର୍ତ୍ତମାନ କମଲ ହାସନ ମଧ୍ୟ ରଜନୀକାନ୍ତଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଇଛନ୍ତି।

‘ଜେଲର’ର ସଫଳତାରେ କମଲ ହାସନ ମଧ୍ୟ ବହୁତ ଖୁସି ଏବଂ ଏଭଳି ପରିସ୍ଥିତିରେ ସେ ରଜନୀକାନ୍ତଙ୍କୁ ଫୋନ କରି ଅଭିନନ୍ଦନ ଜଣାଇଛନ୍ତି। ଏଥିରୁ ଗୋଟିଏ କଥା ସ୍ପଷ୍ଟ ହୋଇଛି ଯେ, କମଲ ହାସନ ‘ଜେଲର’ର ସଂଗ୍ରହ ଉପରେ ନଜର ରଖିଥିଲେ। ଅନ୍ୟପଟେ, ରଜନୀକାନ୍ତ ମଧ୍ୟ କମଲ ହାସନଙ୍କୁ ତାଙ୍କ ଚଳଚ୍ଚିତ୍ର ବିକ୍ରମର ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ।

ଫୁଲ ଆକ୍ସନ ପ୍ୟାକ ଫିଲ୍ମ ‘ଜେଲର’ ପାଇଁ କ୍ରେଜ ବଢିବାରେ ଲାଗିଛି। ଅନେକ ପ୍ରେକ୍ଷାଳୟରେ ହାଉସଫୁଲ ଦେଖାଯାଇଥିଲା ଏବଂ ଫିଲ୍ମ ମଧ୍ୟ ବହୁତ ଟଙ୍କା ରୋଜଗାର କରିଛି। ବର୍ତ୍ତମାନ କମଲ ହାସନ କେବଳ ରଜନୀକାନ୍ତ ନୁହଁନ୍ତି ଫିଲ୍ମର ନିର୍ଦ୍ଦେଶକ ନେଲସନ ଦିଲୀପ କୁମାରଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?