ରଘୁରାଜ ପ୍ରତାପଙ୍କୁ ଭେଟିଲେ ରଜନୀକାନ୍ତ

ଲକ୍ଷ୍ନୌ,୨୧।୮: ଦକ୍ଷିଣ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ସୁପରଷ୍ଟାର ରଜନୀକାନ୍ତ ସୋମବାର ଜନସତ୍ତା ଦଳର ସଭାପତି ତଥା କୁଣ୍ଡା ବିଧାୟକ ରଘୁରାଜ ପ୍ରତାପ ସିଂଙ୍କୁ ଭେଟିଛନ୍ତି। ରଜନୀକାନ୍ତ ସୋମବାର ସକାଳେ ରଘୁରାଜଙ୍କ ବାସଭବନ ରାମାୟଣରେ ପହଞ୍ଚିଥିଲେ, ଯେଉଁଠାରେ ତାଙ୍କୁ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ରଘୁରାଜ ଅଭିନେତା ରଜନୀକାନ୍ତଙ୍କୁ ପ୍ରଶଂସା କରି କହିଥିଲେ ଯେ, ସେ କେବଳ ଚଳଚ୍ଚିତ୍ର ଜଗତରେ ନୁହେଁ, ଭକ୍ତି କ୍ଷେତ୍ରରେ ମଧ୍ୟ ମହାନ। ସେ ରଜନୀକାନ୍ତଙ୍କୁ ମହାନାୟକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri