ବ୍ୟକ୍ତିଙ୍କ ଜୀବନ ନେଇଗଲା ରୋବଟ୍‌

ସିଓଲ,୧୦।୧୧:ଆଧୁନିକତାର ଛାପରେ ବିଜ୍ଞାନ ସହାୟତାରେ ରୋବଟ ଦ୍ୱାରା ମଧ୍ୟ ଯେକୌଣସି କାମ ହୋଇ ପାରୁଛି। ମଣିଷର ବିନା ସହାୟତାରେ ରୋବଟ ମେସିନ୍‌ ବିଭିନ୍ନ କାମ ଅତି ସହଜରେ କରିପାରୁଛି। କିନ୍ତୁ ନିକଟରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି ଯାହାକୁ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ।
ଦକ୍ଷିଣ କୋରିଆରେ ଏକ ରୋବଟ୍‌ ଦ୍ୱାରା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ବ୍ୟକ୍ତି ଜଣକ ହେଲେ ୪୦ବର୍ଷିୟ ରୋବୋଟିକ୍ସ କମ୍ପାନୀର କର୍ମଚାରୀ। ଦକ୍ଷିଣ ଗ୍ୟୋଙ୍ଗସାଙ୍ଗ ପ୍ରଦେଶର କୃଷିଜାତ ଦ୍ରବ୍ୟର ବିତରଣ କେନ୍ଦ୍ରରେ ସେ କାର୍ଯ୍ୟ କରୁଥିଲେ। କମ୍ପାନୀରେ କାମ କରୁଥିବା ରୋବଟ୍‌ଟି ଗୋଲମରିଚ ବାକ୍ସ ଉଠାଇ ପାଲେଟ୍‌ ଉପରେ ରଖୁଥିଲା। ତେବେ କିଛିଦିନ ଧରି ରୋବଟ୍‌ଟି ଠିକ୍‌ ଭାବେ କାମ କରୁ ନ ଥିବାରୁ ବ୍ୟକ୍ତିଙ୍କୁ ସେ ଏକ ଗୋଲମରିଚ ବାକ୍ସ ବୋଲି ଭାବିଥିଲା। ଏହାପରେ ରୋବଟ୍‌ଟି ତାଙ୍କ ମୁହଁ ଓ ଛାତିକି ଚାପି ଦେଇଥିଲା। ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲେ ହେଁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri