ରୁଷିଆ ବିରୋଧରେ ଦକ୍ଷିଣ କୋରିଆ: ଖୁସି ବ୍ୟକ୍ତ କଲେ ଜେଲେନସ୍କି

କିଭ୍‌,୨୬ା୨: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ବର୍ଷେ ପୂରଣ ହେବା ପରେ ଦକ୍ଷିଣ କୋରିଆ ରୁଷିଆ ବିରୋଧରେ ଠିଆ ହୋଇଛି। ଦକ୍ଷିଣ କୋରିଆ ଏନେଇ ୟୁକ୍ରେନକୁ ୧୩୦ ମିଲିୟନ ଡଲାର ମାନବିକ ସହାୟତା ପ୍ରଦାନ କରିବାକୁ ଯୋଜନା କରିଛି। ଫଳରେ ଏନେଇ ଖୁସି ବ୍ୟକ୍ତ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ସେ କହିଛନ୍ତି, ରୁଷିଆ ବିରୋଧ ଯୁଦ୍ଧରେ ଦକ୍ଷିଣ କୋରିଆର ସାମରିକ ସମର୍ଥନ ତାଙ୍କ ଦେଶ ପାଇଁ ସକାରାତ୍ମକ ପ୍ରମାଣିତ ହେବ। ରୁଷିଆର ୟୁକ୍ରେନ ଆକ୍ରମଣର ପ୍ରଥମ ବାର୍ଷିକୀ ପାଳନ ଅବସରରେ କିଭ୍‌ରେ ଏକ ଅଭିଭାଷଣରେ ଜେଲେନସ୍କି ଏହି ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?