କିମଙ୍କୁ ଚେତାବନୀ ଦେଲା ଦକ୍ଷିଣ କୋରିଆ

ସିଓଲ,୨୨।୭: ଉତ୍ତର କୋରିଆ କ୍ଷେପଣାସ୍ତ୍ର ଏବଂ ରକେଟ ପରୀକ୍ଷଣ କରିବା ମଧ୍ୟରେ କିମ ଜୋନ ଉନ ଶାସନକୁ ଦକ୍ଷିଣ କୋରିଆ ଚେତାବନୀ ଦେଇଛି। ସିଓଲରୁ ପକ୍ଷରୁ କୁହାଯାଇଛି ଯେ ଯଦି ଉତ୍ତର କୋରିଆ ଆମ ଉପରେ କୌଣସି ପ୍ରକାର ଆଣବିକ ଆକ୍ରମଣ କରେ, ତେବେ ଏହା କିମ ଜୋନ ଉନଙ୍କ ନେତୃତ୍ୱରେ ଶାସନର ସମାପ୍ତ ହେବ।

ନିକଟରେ ଆମେରିକା ଏବଂ ଦକ୍ଷିଣ କୋରିଆ ମଧ୍ୟରେ ସାମରିକ ସ୍ତରରେ ଅସ୍ତ୍ରଶସ୍ତ୍ର ନିୟୋଜନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହା ଦ୍ୱାରା ଉତ୍ତର କୋରିଆ ରାଗିଯାଇ ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଥିଲା। ଏଥିସହ ଏକ ଚେତାବନୀ ଜାରି କରି କହିଥିଲା ଯେ ଏହି ଅଞ୍ଚଳରେ ଆମେରିକାର ଆଣବିକ ସକ୍ଷମ ବୁଡ଼ାଜାହାଜ ଏବଂ ଅନ୍ୟାନ୍ୟ କୂଟନୈତିକ ସମ୍ପତ୍ତି ନିୟୋଜନ ହେଲେ ଉତ୍ତର କୋରିଆ ଏହାର ଆଣବିକ ଅସ୍ତ୍ର ବ୍ୟବହାର କରିବାକୁ ବାଧ୍ୟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ…

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri