ଦକ୍ଷିଣ କୋରିଆର ବିରୋଧୀ ନେତା ଲି ଜେ ମ୍ୟୁଙ୍ଗଙ୍କ ଉପରକୁ ଛୁରିରେ ଆକ୍ରମଣ: ଦେଖନ୍ତୁ ଭିଡିଓ

ସିଓଲ,୨।୧: ଦକ୍ଷିଣ କୋରିଆର ବିରୋଧୀ ଦଳ ନେତା ଲି ଜେ ମ୍ୟୁଙ୍ଗଙ୍କ ଉପରକୁ ଛୁରିରେ ଆକ୍ରମଣ କରାଯାଇଛି। ଯେତେବେଳେ ସେ ପ୍ରେସ କନଫରେନ୍ସ କରୁଥିଲେ ସେହି ସମୟରେ ତାଙ୍କ ଉପରକୁ ଏହି ଆକ୍ରମଣ କରାଯାଇଛି। ଦକ୍ଷିଣ କୋରିଆର ନ୍ୟୁଜ ଏଜେନ୍ସି ୟୋନହାପ ଅନୁଯାୟୀ, ଦକ୍ଷିଣ ବନ୍ଦର ସହର ବୁସାନ ଗସ୍ତ ସମୟରେ ମଙ୍ଗଳବାର (ଜାନୁୟାରୀ ୨, ୨୦୨୪) ରେ ଲି ଜେ-ମ୍ୟୁଙ୍ଗଙ୍କୁ ଆକ୍ରମଣ କରାଯାଇଥିଲା।
ସେ ବୁସାନର ଏକ ପ୍ରସ୍ତାବିତ ବିମାନବନ୍ଦର ପରିଦର୍ଶନ କରୁଥିବାବେଳେ ଏକ ସାମ୍ବାଦିକ ସମ୍ମିଳନୀରେ ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ବେକର ବାମ ପାର୍ଶ୍ୱରେ ଅସ୍ତ୍ର ସାହାଯ୍ୟରେ ତାଙ୍କୁ ଆକ୍ରମଣ କରିଥିଲେ। ୟୋନହାପ ଅନୁଯାୟୀ ଆକ୍ରମଣକାରୀଙ୍କୁ ଘଟଣାସ୍ଥଳରେ ଗିରଫ କରାଯାଇଥିଲା। ଦକ୍ଷିଣ କୋରିଆ ଗଣମାଧ୍ୟମ ଦ୍ୱାରା ପ୍ରଦର୍ଶିତ ଚିତ୍ରଗୁଡ଼ିକରେ ଲି ଜେ-ମ୍ୟୁଙ୍ଗ ତଳେ ପଡ଼ିଥିବାର ନଜର ଆସିଛନ୍ତି। ସେତେବେଳେ ତାଙ୍କ ଆଖି ବନ୍ଦ ହୋଇଯାଇଥିଲା ଏବଂ ତାଙ୍କ ଆଖପାଖର ଲୋକମାନେ ରକ୍ତସ୍ରାବ ବନ୍ଦ କରିବା ପାଇଁ ରୁମାଲରେ ବେକରେ ଥିବା କ୍ଷତକୁ ଦବାଇଥିଲେ।

https://twitter.com/i/status/1742009754044747848


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri