Advertisement

ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ଦକ୍ଷିଣ କୋରିଆ ରାଷ୍ଟ୍ରପତି

ସିଓଲ,୩୦ା୧୦: ଦକ୍ଷିଣ କୋରିଆରେ ଶନିବାର ବିଳମ୍ବିତ ରାତିରେ ଘଟିଥିବା ଅଘଟଣରେ ରାଷ୍ଟ୍ରପତି ୟୋନ୍‌ ସୁକ୍‌ ହୋଲ ରବିବାର ଜାତୀୟ ଶୋକ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ସିଓଲରେ ଏକ ଜନଗହଳିପୂର୍ଣ୍ଣ ହଲୋଇନ ଇଭେଣ୍ଟରେ ୧୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ଆହତମାନଙ୍କ ଚିକିତ୍ସା ପାଇଁ ତଥା ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ପାଇଁ ଅନ୍ତିମ ସଂସ୍କାର ପାଇଁ ସରକାର ଖର୍ଚ୍ଚ ଦେବେ। ରାଜଧାନୀର ଲୋକପ୍ରିୟ ଇଟାଓ୍ବାନ ଜିଲାରେ ଏହି ଘଟଣା ଘଟିଥିଲା। ଏଥିରେ ୧ ଲକ୍ଷରୁ ଅଧିକ ଲୋକଙ୍କ ସମାବେଶ ହୋଇଥିଲା। ମୁଖ୍ୟତଃ ୨୦ ବର୍ଷରେ ସେମାନେ ଏହି ଉତ୍ସବ ପାଳନ କରିବାକୁ ଏକାଠି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓମିକ୍ରନ ସଂକ୍ରମଣ: ବ୍ରିଟେନ ପ୍ରଧାନମନ୍ତ୍ରୀ ନେଲେ ବୁଷ୍ଟର ଡୋଜ, ଶେୟାର କଲେ ଭିଡିଓ

ଲଣ୍ଡନ,୩ ।୧୨: ସାରା ବିଶ୍ୱରେ ଏବେ କରୋନା ଭାଇରସର ନୂଆ ଭାରିଏଣ୍ଟକୁ ନେଇ ଚିନ୍ତା ପ୍ରକଟ କରାଯାଇଥିବା ବେଳେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନା...

ଚାଇନାରେ ଆଉ ଏକ ଭାଇରସ୍‌କୁ ବଢିଲା ଚିନ୍ତା

ବେଜିଂ,୧୮।୭: କରୋନା ସହ ଲଢୁଥିବା ବିଶ୍ୱ ସାମ୍ନାରେ ଏବେ ମାଙ୍କଡ ବି(ମଙ୍କି ବି) ଭାଇରସ୍‌ ବିପଦ ଉଭା ହୋଇଛି। ଚାଇନାରେ ଏହି ଭାଇରସ୍‌ ସଂକ୍ରମିତ ହୋଇଥିବା...

ଶ୍ରୀଲଙ୍କାରେ ଗୃହଯୁଦ୍ଧ ପରିସ୍ଥିତି

କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଦେଖାଯାଇଥିବା ଗମ୍ଭୀର ଆର୍ଥିକ ସଙ୍କଟ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଘଟଣାର...

ଆତ୍ମହତ୍ୟାକାରୀଙ୍କୁ ଯେଉଁଠି ମିଳେ ‘ବୀର’ର ମାନ୍ୟତା…

ୟୁରୋପର ହଙ୍ଗେରୀରେ ଆତ୍ମହତ୍ୟାକାରୀଙ୍କୁ ‘ବୀର’ର ମାନ୍ୟତା ଦିଆଯାଏ। ଏଠାରେ ଆତ୍ମହତ୍ୟାକାରୀଙ୍କ ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଅଧିକ । ବିଭିନ୍ନ ସମସ୍ୟା ଯୋଗୁ ଏଠାରେ ଅଧିକାଂଶ...

ଭାରତକୁ ଧମକ ଦେଲେ ଇମ୍ରାନ: ଏବେ ଆମେ ଚୁପ୍‌ ବସିବୁ ନାହିଁ

ଇସଲାମାବାଦ,୧୯।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତକୁ ଧମକ ଦେଇଛନ୍ତି। ରବିବାର ଇମ୍ରାନ ଟୁଇଟ୍‌ କରି କହିଛନ୍ତି, ମୁଁ ଭାରତ ଏବଂ ବିଶ୍ୱସମୁଦାୟକୁ ସ୍ପଷ୍ଟ ଭାବରେ...

ଖୁସି ଖବର: ମାସ୍କ୍‌ ପିନ୍ଧିବାକୁ ମନା କଲେ ସରକାର…

ଜେରୁଜେଲମ୍‌,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ସୁରକ୍ଷା ଦୃଷ୍ଟିରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି । ମାସ୍କ୍‌...

କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ସିଓଲ,୧୬।୩ : ୟୁକ୍ରେନ ସଙ୍କଟ ମଧ୍ୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଦକ୍ଷିଣ କୋରିଆର...

ପାକିସ୍ତାନରେ ପହଞ୍ଚିଲେ ୧୭ ଜଣିଆ ଆମେରିକା ପ୍ରତିନିଧି ଦଳ

ଇସଲାମାବାଦ୍‌,୭।୯: ପାକିସ୍ତାନରେ ଆମେରିକାର ୧୭ ଜଣିଆ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ଶନିବାର ପାକିସ୍ତାନରେ ପହଞ୍ଚିଥିବା ପ୍ରତିନିଧି ଦଳ ଆଫଗାନିସ୍ତାନ ସମସ୍ୟା ନେଇ ପାକିସ୍ତାନ ପ୍ରତିପକ୍ଷଙ୍କ ସହିତ...

Advertisement
Archives

Model This Week