କମିବ ଲୋକଙ୍କ ବୟସ

ସିଓଲ,୯।୧୨: ଦକ୍ଷିଣ କୋରିଆ ସରକାର ପାରମ୍ପରିକ ବୟସ ଗଣନା ପଦ୍ଧତିକୁ ରଦ୍ଦ କରିବା ପାଇଁ ଗୁରୁବାର ଏକ ଆଇନ ପ୍ରଣୟନ କରିଛନ୍ତି। ଫଳରେ ସରକାର ବୟସ ଗଣନା ପାଇଁ ଅନ୍ତର୍ଜାତୀୟମାନ ବ୍ୟବହାର କରିବେ। ଫଳରେ ନାଗରିକମାନଙ୍କ ବୟସ ୧ରୁ ୨ ବର୍ଷ କମିବ ବୋଲି ସରକାରୀ ଭାବେ କୁହାଯାଇଛି।

କୋରିଆରେ ପିଲା ଜନ୍ମ ହେଲେ ତାଙ୍କୁ ୧ ବର୍ଷ ଧରାଯାଇଥାଏ। ଏପରିକି ପ୍ରତି ଜାନୁୟାରୀରେ ଆଉ ୧ ବର୍ଷ ଯୋଗ କରାଯାଇଥାଏ। ଫଳରେ ବୟସ ଗୋଟିଏ ବର୍ଷ ଅଧିକ ବଢ଼ିଥାଏ।

ଅନ୍ୟପକ୍ଷେ ମଦ ପିଇବା କିମ୍ବା ଧୂମପାନ ଲାଗି ଆଇନଗତ ବୟସ ନିର୍ଦ୍ଧାରଣ ବେଳେ ଜଣକର ବୟସ ଜନ୍ମରୁ ଶୂନ ଭାବେ ବିବେଚନା କରାଯାଇ ପ୍ରତି ଜାନୁୟାରୀ ୧ରେ ବର୍ଷ ଯୋଡ଼ାଯାଇଥାଏ। ତେବେ ୬୦ ଦଶକରୁ ଦକ୍ଷିଣ କୋରିଆରେ ଚିକିତ୍ସା ଏବଂ ଆଇନଗତ କାଗଜପତ୍ର ପ୍ରସ୍ତୁତିରେ ବୟସ ନିର୍ଦ୍ଧାରଣ ଲାଗି ଜନ୍ମ ସମୟକୁ ଶୂନ ବର୍ଷ ଭାବେ ଗ୍ରହଣ କରାଯାଇ ପ୍ରତି ଜନ୍ମତାରିଖରେ ୧ ବର୍ଷ ଯୋଡ଼ାଯାଇ ଆସୁଛି। ତେଣୁ ବୟସକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହେଉଥିବାରୁ ସରକାର ପୁରୁଣା ପଦ୍ଧତିକୁ ବଦଳାଇବାକୁ ଆଇନ ଆଣିଛନ୍ତି। ଫଳରେ ୨୦୨୩ ଜାନୁୟାରୀରୁ ସେଠାରେ ନୂଆ ବୟସ ହିସାବ ପଦ୍ଧତି ଲାଗୁ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?