ଚଳିତ ବର୍ଷର ନବମ ମିଶାଇଲ ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଚରମ ସୀମାରେ ପହଞ୍ଚିଥିବା ବେଳେ ଉତ୍ତର କୋରିଆ ଶନିବାର ସକାଳେ ଏକ ଅଜଣା ମିଶାଇଲ ପରୀକ୍ଷା କରି ଏହାର ପଡୋଶୀ ଦେଶକୁ ଚମକାଇ ଦେଇଛି । ଏହି ମିଶାଇଲ କୋରିଆ ପ୍ରାନ୍ତର ପୂର୍ବ ସାଗରରେ ପରୀକ୍ଷା କରାଯାଇଛି । ଏହି ସୂଚନା ଦକ୍ଷିଣ କୋରିଆ ଆର୍ମି ଚିଫ୍ ଦେଇଛନ୍ତି । ସୂଚନାଯୋଗ୍ୟ, ଉତ୍ତର କୋରିଆ ଚଳିତ ବର୍ଷ ମୋଟ ୯ଟି ମିଶାଇଲ ପରୀକ୍ଷା କରି ସାରିଲାଣି ।
ସୂଚନାଯୋଗ୍ୟ, ଉତ୍ତର କୋରିଆ ଜାନୁୟାରୀରେ ୭ଟି ମିଶାଇଲ ପରୀକ୍ଷା କରିଥିଲା । ଯେଉଁଥିରେ ୨୦୧୭ ପରେ ସବୁଠାରୁ ଶକ୍ତିଶାଳୀ ମିଶାଇଲ ସାମିଲ ଥିଲା । ସେତେବେଳେ କୁହାଯାଇଥିଲା କି ଏକଛତ୍ରବାଦୀ ଶାସକ କିମ ଜୋନ ଉନ ଆମେରିକାର ପୂର୍ବତନ ରାଷ୍ଟପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଉସକାଇବା ପାଇଁ ଏଭଳି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri