Posted inଖେଳ

ବିଜୟ ପଥରେ ଦକ୍ଷିଣାଞ୍ଚଳ

ବେଙ୍ଗାଲୁରୁ, ୮।୭: ଏଠାରେ ଚାଲିଥିବା ଉତ୍ତରାଞ୍ଚଳ ବିପକ୍ଷ ଦୁଲିପ ଟ୍ରଫି ସେମିଫାଇନାଲରେ ଦକ୍ଷିଣାଞ୍ଚଳ ବିଜୟ ପଥରେ ଅଗ୍ରସର ହୋଇଛି। ପ୍ରଥମ ଇନିଂସରେ ଉତ୍ତରାଞ୍ଚଳ ୧୯୮ ଓ ଦକ୍ଷିଣାଞ୍ଚଳ ୧୯୫ ରନ କରିଥିଲା। ଉତ୍ତରାଞ୍ଚଳ ଦ୍ୱିତୀୟ ଇନିଂସରେ ୨୧୧ ରନରେ ଅଲ୍‌ଆଉଟ ହୋଇଥିବାବେଳେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ବେଳକୁ ଦକ୍ଷିଣାଞ୍ଚଳ କୌଣସି ଉଇକେଟ ନ ହରାଇ ୨୧ ରନ ସଂଗ୍ରହ କରି ନେଇଛି।
ସଂକ୍ଷିପ୍ତ ସ୍କୋର
ଉତ୍ତରାଞ୍ଚଳ ପ୍ରଥମ ଇନିଂସ:୧୯୮। ଦକ୍ଷିଣାଞ୍ଚଳ ପ୍ରଥମ ଇନିଂସ: ୧୯୫। ଉତ୍ତରାଞ୍ଚଳ ଦ୍ୱିତୀୟ ଇନିଂସ: ୨୧୧/ଅଲ୍‌ଆଉଟ (ପ୍ରଭସିମରନସିଂ-୬୩, ହର୍ଷିତ ରାଣା-୩୮, ବିଜୟ କୁମାର ବ୍ୟଶକ-୫/୭୬, ସାଇ କିଶୋର-୩/୨୮, ବିଦ୍ୱାଥ କଭେରପ୍ପା-୨/୪୭)। ଦକ୍ଷିଣାଞ୍ଚଳ ଦ୍ୱିତୀୟ ଇନିଂସ: ୨୧/୦।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri