Posted inଜାତୀୟ

ମତଦାନ ସାବ୍ୟସ୍ତ କଲେ ସାଉଥ୍‌ ସୁପରଷ୍ଟାର: ଫ୍ୟାନଙ୍କ ଭିଡ଼କୁ ହଟାଇବା ପାଇଁ ଲାଠିଚାର୍ଜ କଲା ପୋଲିସ

ନୂଆଦିଲ୍ଲୀ, ୬ା୪- ତାମିଲନାଡୁ ବିଧାନସଭା ନିର୍ବାଚନରେ ମତଦାନ ସାବ୍ୟସ୍ତ କରିବା ପାଇଁ ସାଇକେଲରେ ପହଞ୍ଚିଥିଲେ ସାଉଥ୍‌ ସୁପର ଷ୍ଟାର ବିଜୟ। ଏଥି ଯୋଗୁ ପୂରା ରାସ୍ତାରେ ଭିଡ ଜମାଇଥିଲେ ବିଜୟଙ୍କ ଫ୍ୟାନ। ରାସ୍ତାରେ ସୃଷ୍ଟି ହୋଇଥିଲା ଟ୍ରାଫିକ୍‌ ଜାମ୍‌ ଭଳି ପରିସ୍ଥିତି। କିଛି ସମୟ ପାଇଁ ଠପ ହୋଇଯାଇଥିଲା ଯାତାୟତ।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ବିଜୟ ସାଇକେଲ ଚଲାଉଛନ୍ତି। ଆଉ ତାଙ୍କୁ ପିଛା କରୁଛନ୍ତି ବାଇକ୍‌ ଚଳାଉଥିବା ଅନେକ ପ୍ରଶଂସକ। ଅମାନିଆ ଫ୍ୟାନଙ୍କ ଠାରୁ ଦୂରେଇବା ଲାଗି ବିଜୟ ଜୋରେ ସାଇକେଲ ଚଲାଇବାକୁ ବିଫଳ ଉଦ୍ୟମ କରୁଥିବା ଦେଖିବାକୁ ମିଳୁଛି ଭିଡିଓରେ। ପୋଲିଂ ବୁଥରେ ଏହି ଷ୍ଟାର ପହଞ୍ଚିବା ପରେ ଅତ୍ୟଧିକ ଭିଡ଼ ହୋଇଯାଇଥିଲା। ଏପରି କି ଲୋକଙ୍କୁ ଘଉଡ଼ାଇବା ପାଇଁ ଲାଠି ଚାର୍ଜ କରିଥିଲା ପୋଲିସ।

ମତଦାନ କେନ୍ଦ୍ର ଘରଠୁ ପାଖରେ ଓ ସେଠାରେ କାର ପାର୍କ କରିବାକୁ ଯାଗ ନ ଥିବାରୁ ବିଜୟ ସାଇକେଲ ବ୍ୟବହାର କରିଥିଲେ। ଏହା ପଛରେ ଅନ୍ୟ କୌଣସି ପ୍ରକାର ଉଦ୍ଦେଶ୍ୟ ନ ଥିଲା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଜଣଙ୍କୁ ମାରି ବିହାରୀ ଯୁବକ ଗିରଫ

ହାଇଦ୍ରାବାଦ,୨୭ା୫: ତେଲଙ୍ଗାନାର ଓ୍ବାରାଙ୍ଗଲରେ ଘଟିଛି ସିରିଜ୍‌ ମର୍ଡର। ପୋଲିସ ଏହାର ଖୋଳତାଡ଼ କରି ଜଣେ ବିହାରୀ ଯୁବକଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଲିଭ୍‌ ଇନ୍‌ରେ...

ବଏଲର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ: ଜଣେ ମୃତ, ୧୪ ଆହତ

ନାସିକ୍‌,୧।୧: ମହାରାଷ୍ଟ୍ରର ନାସିକ୍‌ ଜିଲା ମୁଣ୍ଡେଗାଁରେ ରବିବାର ଏକ ରାସାୟନିକ କମ୍ପାନୀରେ ବଡ଼ଧରଣର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳା କର୍ମଚାରୀଙ୍କ ମୃତ୍ୟୁ...

କରୋନା ଟିକାକରଣ ପରେ ଲାଗୁ ହେବ ସିଏଏ

ନୂଆଦିଲ୍ଲୀ,୧୧।୨: କରୋନା ଟିକାକରଣ ଶେଷ ହେବା ପରେ ଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ) ଲାଗୁ କରାଯିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା...

ଭାଜପାର କୁହୁଳୁଛି ଅସନ୍ତୋଷ, ୬ ମାସରେ ୩ ରାଜ୍ୟରେ ୪ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୨।୯: ଭାଜପା ଶାସିତ ରାଜ୍ୟରେ ନେତାଙ୍କ ମଧ୍ୟରେ ଧୀରେଧୀରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ଏହାର ଫଳସ୍ବରୂପ ଗତ ୬ ମାସ ମଧ୍ୟରେ ଦେଶର ୩ ରାଜ୍ୟ...

ମୋଦି ସରକାରଙ୍କ ପାଇଁ ଅନ୍ନଦାତା ଭଗବାନ, ବିରୋଧୀଙ୍କ ନଜରରେ ଏହା ଭୋଟ ବ୍ୟାଙ୍କ: କୃଷ୍ଣପାଳ ଗୁର୍ଜର

ନୂଆଦିଲ୍ଲୀ,୨୨ ।୧୨: କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା କୃଷି ଆଇନ ବିରୋଧରେ କୃଷକମାନେ ଦୀର୍ଘ ପ୍ରାୟ ୨୫ ଦିନ ହେବ ଦିଲ୍ଲୀ ସୀମାରେ ଧାରଣାରେ ବସିଛନ୍ତି...

ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି

ଚେନ୍ନାଇ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ବୈଠକ ପାଇଁ ଚେନ୍ନାଇରେ ପହଞ୍ଚି ସାରିଛନ୍ତି। ମହାବଳିପୁରମ ଗସ୍ତ କରି...

୩୫ ଫସଲ କିସମ ଲୋକାର୍ପିତ: ଦେଶର ବିକାଶରେ ବିଜ୍ଞାନ-କୃଷି ମଧ୍ୟରେ ସମନ୍ବୟ ଜରୁରୀ…

ନୂଆଦିଲ୍ଲୀ,୨୮।୯: ଦେଶର ବିକାଶରେ ବିଜ୍ଞାନ ଏବଂ କୃଷି ମଧ୍ୟରେ ସମନ୍ବୟ ଜରୁରୀ। ଏହାଦ୍ୱାରା ଖାଦ୍ୟ ଉତ୍ପାଦନ ବୃଦ୍ଧି ପାଇବା ସହିତ କୃଷକଙ୍କ ଆର୍ଥିକ ଉନ୍ନତି ସମ୍ଭବ...

ଅଲୱର ନାବାଳିକା ମାମଲାର ନୂଆ ମୋଡ: ଭିନ୍ନ କଥା କହୁଛି ମେଡିକାଲ ବୋର୍ଡ ଯାଞ୍ଚ ରିପୋର୍ଟ

ଅଲୱର,୧୫ ।୧: ରାଜସ୍ଥାନର ଅଲୱରରେ ମାନସିକ ବିକାର ଗ୍ରସ୍ତ ଜଣେ ନାବାଳିକାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯିବା ପରେ ଅନୁମାନ କରାଯାଉଥିଲା କି ସେ ବଳାତ୍କାରର...

Advertisement
Archives

Model This Week