ଚିରଞ୍ଜିବ କରୋନା ପଜିଟିଭ

ଚେନ୍ନାଇ,୯ ।୧୧: ସାଉଥ୍ ସୁପରଷ୍ଟାର ଚିରଞ୍ଜିବ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଗତ ୫ ଦିନ ହେବ ଯେଉଁମାନେ ତାଙ୍କ ସହ ମିଳାମିଶା କରିଛନ୍ତି ସେମାନଙ୍କୁ ସେ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି । ସେ ଟୁଇଟ୍ କରି କହିଛନ୍ତି ତାଙ୍କ ଅପକମିଂ ଫିଲ୍ମ ‘ଆଚାର୍ଯ୍ୟ’ର ଶୁଟିଂ ପୂର୍ବରୁ କରୋନା ଗାଇଡଲାଇନ୍ ଅନୁଯାୟୀ ସେ କରୋନା ଟେଷ୍ଟ କରାଇଥିଲେ । ଯେଉଁଥିରେ ଏବେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ପାଖରେ ସେମିତି କୌଣସି ଲକ୍ଷଣ ନ ଥିଲେ ବି ସେ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହା ଟୁଇଟ କରିବା ପରେ ତାଙ୍କ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏବେ ସେ ଆଇସୋଲେଶନରେ ରହିଛନ୍ତି । ତେବେ କିଛିଦିନ ତଳେ ସେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ସହ ସାକ୍ଷାତ୍ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ଅର୍ଥରାଶି ଦାନ କରିଥିଲେ । ଏବେ ଅନୁମାନ କରାଯାଉଛି କି ମୁଖ୍ୟମନ୍ତ୍ରୀ ମଧ୍ୟ କରୋନା ଟେଷ୍ଟ କରାଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?