ବିରଞ୍ଚି ନାରାୟଣ ମନ୍ଦିର ପରିଦର୍ଶନରେ ଦକ୍ଷିଣାଞ୍ଚଳ ଆର୍‌ଡିସି

ବୁଗୁଡ଼ା,୧୩ା୬(କାଳୀଚରଣ ଦାଶ): ଦକ୍ଷିଣାଞ୍ଚଳ ଆରଡିସି ରୂପା ରୋଶନ ସାହୁ ବୁଗୁଡା ଗସ୍ତରେ ଆସିଥିଲେ। ଆରଡିସିଙ୍କ ଗସ୍ତ ସମୟରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ସାମିଲ ଥିବାବେଳେ ସେ ପ୍ରଥମେ ବୁଗୁଡ଼ା ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଥିଲେ। ପରେ ବଡ଼ଦାଣ୍ଡସ୍ଥିତ ଐତିହାସିକ ଦ୍ବିତୀୟ ଅର୍କକ୍ଷେତ୍ର ତଥା କାଷ୍ଠ କୋଣାର୍କ ରୂପେ ବିବେଚିତ ବିରଞ୍ଚି ନାରାୟଣ ମନ୍ଦିର ଗସ୍ତ କରିଥିଲେ। ସେଠାରେ ସେ ମନ୍ଦିରର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ଅନୁଦାନର ଅର୍ଥ ସଠିକ୍‌ ବିନିଯୋଗ ଏବଂ ଉନ୍ନୟନ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିଥିଲେ। ଏଥି ସହିତ ସେ ଉନ୍ନୟନ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ। ଆରଡିସି ଏବଂ ଉପଜିଲାପାଳ ଉଭୟେ ମନ୍ଦିର କାର୍ଯ୍ୟ ଅନୁଧ୍ୟାନ କରୁଥିବା ସମୟରେ ବୁଗୁଡ଼ା ତହସିଲଦାର ତାପସ ରାଉତ, ଅତିରିକ୍ତ ତହସିଲଦାର ସୁନନ୍ଦ ଶେଖର ସାହାଣୀ ଓ ବିରଞ୍ଚି ନାରାୟଣ ମନ୍ଦିର ମଠ ମହନ୍ତ ଭକ୍ତରାମ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri