ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୧୩।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ୪ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବା ନାହିଁ। ତେବେ କେତେକ ସ୍ଥାନରେ ଦିନର ତାପମାତ୍ରା ସ୍ବଭାବିକଠାରୁ ୨ରୁ ୩ ଡିଗ୍ରୀ ସେଲ୍ସିୟସରୁ ଅଧିକ ରହିବ। ଭୁବନେଶ୍ୱର ଆକାଶ ଆଂଶିକ ମେଘୁଆ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri