ଛତ୍ରପୁର,୮ା୭(ସନ୍ତୋଷ ପାଢ଼ୀ): ପାଟପୁର ଥାନା ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଗଞ୍ଜାମ ଏସ୍ପିଙ୍କ ନିକଟରେ ଯୁବକମାନେ ଫେରାଦ ହୋଇଛନ୍ତି । ପାଟପୁର ଥାନା ପୋଲିସ କିଛି କାରଣ ନ ଥାଇ ନିର୍ଯାତନା ଦେଉଥିବା ପି. ରାମଚନ୍ଦ୍ରପୁରର ଯୁବକମାନେ ଅଭିଯୋଗ ଆଣିଛନ୍ତି। ଗ୍ରାମର ବଳରାମ ପ୍ରଧାନ ନାମକ ଜଣେ ଯୁବକ ନିଜ ଜମିରେ ଘର ତିଆରି କରୁଥିବା ବେଳେ କିଛି କାରଣ ନ ଥାଇ ପୋଲିସ ତାଙ୍କୁ ହଇରାଣ କରୁଛି। ଏପରିକି ଉକ୍ତ ଘରକୁ ଭାଙ୍ଗିଦେବାକୁ ଧମକ ଦେଉଥିବା ବଳରାମ ଅଭିଯୋଗ କରିଛନ୍ତି। ଶୁକ୍ରବାର ରାତିରେ ନିଜ ଘର ବାରଣ୍ଡାରର ବସିଥିବା ସମୟରେ ବିନା କାରଣରେ ପୋଲିସ ମାଡ଼ ମାରିଥିବା ସେ କହିଛନ୍ତି । ନିଜ ଜାଗାରେ ଛୋଟ ରେଷ୍ଟୁରାଣ୍ଟଟିଏ କରିବାକୁ ଚାହୁଁଥିବା ବେଳେ ଏହାକୁ ବିରୋଧ କରି ପୋଲିସ ଏଭଳି କାଣ୍ଡ ଭିଆଉଥିବା କହିଛନ୍ତି। ଶନିବାର ଅତିରିକ୍ତ ଏସପିଙ୍କୁ ଭେଟି ସେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଘଟଣାର ତଦନ୍ତ ଚାଲିଛି, ତଦନ୍ତ ଭାର ସ୍ଥାନୀୟ ଏଡିପିଓଙ୍କୁ ଦିଆଯାଇଛି ବୋଲି ସୂଚନା ମିଳିଛି।
Posted inHome Left, ଆଞ୍ଚଳିକ ଖବର, ଗଞ୍ଜାମ View All
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!
ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା
ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…
ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…
ଲାଉସାନେ, ୬ା୧୦: ଅଲିମ୍ପିକ୍ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…
ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!
ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…
ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

