Posted inଜାତୀୟ

୧୭ ଆସନ ପ୍ରସ୍ତାବ ଉପରେ ଉପରେ କଂଗ୍ରେସ ମୌନ, ଭାରତ ଯୋଡୋ ନ୍ୟାୟ ଯାତ୍ରାରୁ ଦୂରେଇ ରହିବେ ଅଧିଳେଶ

ଲକ୍ଷ୍ନୌ,୨୦।୨: କଂଗ୍ରେସ ଇଣ୍ଡିଆ ମେଣ୍ଟ ଅଧୀନରେ ଏସ୍‌ପିର ୧୭ ଟି ଆସନରେ ନିର୍ବାଚନ ଲଢିବା ପ୍ରସ୍ତାବ ଉପରେ ସୋମବାର କୌଣସି ଜବାବ ଦେଇନାହିଁ। ଏସ୍‌ପି ସୂତ୍ର ଅନୁଯାୟୀ, ସିଟ ବଣ୍ଟନ ଚୂଡାନ୍ତ ହୋଇ ନ ଥିବାରୁ ଏସ୍‌ପି ମୁଖ୍ୟ ଅଖିଳେଶ ଯାଦବ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ସାମିଲ ନ ନେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏହି ଯାତ୍ରାରେ ମଙ୍ଗଳବାର ରାଏବରେଲୀରେ ସାମିଲ ହୋବର ଥିଲା। ସୋମବାର ଗଣମାଧ୍ୟମର ପ୍ରଶ୍ନର ଉତ୍ତରରେ ଅଖିଲେଶ କହିଛନ୍ତି ଯେ, ସିଟ ବଣ୍ଟନ ନ ହେବା ପର୍ଯ୍ୟନ୍ତ ଏସ୍‌ପି ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ସାମିଲ ହେବ ନାହିଁ।

ସମାଜବାଦୀ ପାର୍ଟି ମେଣ୍ଟ ଅଧୀନରେ ବର୍ତ୍ତମାନ ୧୭ ଆସନରେ କଂଗ୍ରେସକୁ ନିଜର ପ୍ରାର୍ଥୀ ରଖିବାକୁ ପ୍ରସ୍ତାବ ଦେଇଛି। ଏହାପୂର୍ବରୁ ଏସ୍‌ପି କଂଗ୍ରେସକୁ ୧୧ ଟି ଆସନରେ ନିର୍ବାଚନ ଲଢିବାକୁ ପ୍ରସ୍ତାବ ଦେଇଥିଲା, ଯେଉଁଥିପାଇଁ ଦୁଇ ଦଳ ମଧ୍ୟରେ କଥାବାର୍ତ୍ତା ଆରମ୍ଭ ହୋଇଥିଲା। ସୋମବାର ଅଖିଳେଶ ଯାଦବ କଂଗ୍ରେସ ପାଇଁ ୧୭ ଟି ଲୋକ ସଭା ଆସନ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri