ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ବଡ଼ କଥା କହିଲେ ଏସ୍ପି

ପଟ୍ଟାମୁଣ୍ଡାଇ, ୬।୮: ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ମୁଁ ନିଜେ ତଦନ୍ତ କରିବି କହିଲେ କେନ୍ଦ୍ରାପଡ଼ାଏସ୍ପି। କେଉଁ ପରିସ୍ଥିତିରେ ଯୁବତୀ ଜଳିଗଲେ ତାହାର ତଦନ୍ତ କରିବି। ଫୋରେନ୍ସିକ ଟିମ ଆସିଲା ପରେ ତଦନ୍ତ ଆଗକୁ ବଢ଼ିବ। ପୋଲିସ ଏତଲା ଗ୍ରହଣ କରି ନ ଥିବା ଅଭିଯୋଗର ବି ତଦନ୍ତ ହେବ ବୋଲି ଏସ୍‌ପି କହିଛନ୍ତି।

କେନ୍ଦ୍ରାପଡ଼ରା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଘର ଭିତରେ ଜଣେ ଯୁବତୀ ଜିଅନ୍ତା ଜଳିଯାଇଛନ୍ତି। ତେବେ ଯୁବତୀ ଜଣଙ୍କ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ। ତେବେ ଏହା ହତ୍ୟା କି ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ। କେହି ଜଣେ ବ୍ଲାକ୍ମେଲିଂ କରୁଥିବା ତାଙ୍କ ବାପା ଅଭିଯୋଗ ଆଧାରରେ ଜଣାଇଛନ୍ତି। ପୋଲିସ ପହଞ୍ଚି ନ ଥିବାରୁ ଘଟଣା ସମ୍ପର୍କରେ କିଛି ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାବିପନ୍ନଙ୍କ ସହ ଦୀପାବଳି ପାଳିବ ଗଞ୍ଜାମ ପ୍ରଶାସନ, ଘରେ ଜଳିବ ସହାନୁଭୂତିର ଦୀପ

ଛତ୍ରପୁର,୭ା୧୧(ଦିଲ୍ଲୀପ ସାମଲ): ବନ୍ୟାର କରାଳ ରୂପ ଯେଉଁଠି ଛଡ଼ାଇ ନେଇଥିଲା ହସ ଓ ଆନନ୍ଦ, ସେଠାରେ ପୁଣି ଖୁସିର ଆଲୋକ ଜାଳିବାକୁ ଆଗେଇ ଆସିଛି ଗଞ୍ଜାମ ଜିଲା…

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ଭାବବିହ୍ବଳ ହେଲେ ନବୀନ, କହିଲେ ଗଞ୍ଜାମରେ…

ହିଞ୍ଜିଳିକାଟୁ,୭ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ବନ୍ୟାରେ ଉଜୁଡ଼ି ଯାଇଥିବା ଚାଷଜମି ଓ ଚାଷୀଙ୍କ ଦୁର୍ଦ୍ଦଶା ଦେଖି ଭାବବିହ୍ବଳ ହୋଇଛନ୍ତି ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ।…

ମାଣ୍ଡିଆ ଉତ୍ପାଦନରେ ରାଜ୍ୟରେ ପ୍ରଥମ କୋରାପୁଟ, ୧୫୯୮୭ ହେକ୍ଟର ଜମିରେ ୨୭୭୫୦ ଚାଷୀ କରୁଛନ୍ତି ଚାଷ

କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଜିଲା ଡିଏନ୍‌କେ ସଦ୍ଭାବନା ଗୃହଠାରେ ଜିଲାସ୍ତରୀୟ ‘ମାଣ୍ଡିଆ ଦିବସ’ ମହାସମାରୋହରେ ପାଳିତ ହୋଇଯାଇଛି। ମାଣ୍ଡିଆ ଉତ୍ପାଦନରେ କୋରାପୁଟ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ…

ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କରିଛନ୍ତି। ଏହି ଅବସରରେ, ଏକ ଧାର୍ମିକ ରୀତିନୀତି ଅନୁଯାୟୀ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ପ୍ରଧାନମନ୍ତ୍ରୀଙ୍କ…

ବିରାଟଙ୍କ ପରେ, ଜନ ସିନାଙ୍କ ନକଲ କରି ଗ୍ଲେନ ଫିଲିପ୍ସଙ୍କୁ ଥଟ୍ଟା କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୧: ୩୮ ବର୍ଷ ବୟସରେ, ରୋହିତ ଶର୍ମା ସ୍ପଷ୍ଟ ଭାବରେ ତାଙ୍କ କ୍ରିକେଟ କ୍ୟାରିୟରର ବାକି ସମୟ ଉପଭୋଗ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚର…

ବୁଧ-ଶନିଙ୍କ ଅଶୁଭ ଷଡାଷ୍ଟକ ଯୋଗ: ୫ ରାଶିଙ୍କ ପାଇଁ ବଢ଼ିବ ଅଡ଼ୁଆ, ପାଖରୁ ପଳେଇବ ସବୁ ଟଙ୍କା

ବୁଧ ଏବଂ ଶନି ଗ୍ରହର ଏହି ଅଶୁଭ ଷଡାଷ୍ଟକ ଯୋଗରୁ ଚାପ, କାର୍ଯ୍ୟରେ ବିଳମ୍ୱ, ଆର୍ଥିକ କ୍ଷତି ଇତ୍ୟାଦିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆପଣଙ୍କ ଜୀବନରେ ଆହ଼୍ବାନଗୁଡ଼ିକ…

ପାସ୍‌ ହେଲା ନୂଆ ଆଇନ୍‌: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…

ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର…

ବର୍ଷା ବଞ୍ଚାଇଲା ଟିମ ଇଣ୍ଡିଆର ମାନ; ୧୩୫ ରନର ଲକ୍ଷ୍ୟ ପିଛା କରିବା ବେଳେ ବଢ଼ିଥିଲା ଚାପ, ଏମିତି ଜିତିଲେ ମେନ ଇନ୍‌ ବ୍ଲୁ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ବର୍ଷା ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟରୁ ରକ୍ଷା କରିଛି। ୧୩୫ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?