Posted inଜାତୀୟ

୨୦୨୪ ନିର୍ବାଚନରେ ଏସପି ସମସ୍ତ ୮୦ ଆସନ ଜିତିବ: ଅଖିଳେଶ…

ଲକ୍ଷ୍ନୌ,୧୧।୬ : ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ୨୦୨୪ ଲୋକସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବାକୁ ବିରୋଧୀ ଏକତା ଉଦ୍ୟମ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି। ୟୁପିରେ ଥିବା ୮୦ ଟି ଲୋକସଭା ଆସନରେ ଏସପି ଜିତିବେ ବୋଲି ଅଖିଳେଶ କହିଛନ୍ତି। ସୀତାପୁରର ନୌମିଶାରଣ୍ୟରେ ଲୋକ ଜାଗରଣ ଅଭିଆନ ଅଧୀନରେ ଆୟୋଜିତ ତାଲିମ ଶିବିର ପରେ ଏସପି ମୁଖ୍ୟ ଅଖିଳେଶ ଯାଦବ ଏହା କହିଛନ୍ତି।

ଜାତି ଜନଗଣନା, ସଫ୍ଟ ହିନ୍ଦୁତ୍ୱ, ଦୁର୍ନୀତି, ବେକାରୀ ଏବଂ ମୂଲ୍ୟ ବୃଦ୍ଧି ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କରି ଅଖିଳେଶ ଯାଦବ କହିଛନ୍ତି ଏଥର ଦେଶର ସମସ୍ତ ଦଳ ରଣନୀତି ପ୍ରସ୍ତୁତ କରିବେ ଏବଂ ଭାଜପାର ମୁକାବିଲା କରିବେ। ଭାଜପା ସରକାରଙ୍କ ନୀତି ଯୋଗୁଁ ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri