ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ମୁହାଁ ‘କଳ୍ପନା ଚାଓ୍ବଲା’

ଓ୍ବାଶିଂଟନ, ୩।୧୦: ନାସା ପକ୍ଷରୁ ଭାରତର ପ୍ରଥମ ମହିଳା ମହାକାଶ ଯାତ୍ରୀ କଳ୍ପନା ଚାଓ୍ବଲାଙ୍କ ନାମରେ ନିର୍ମିତ ହୋଇଥିବା ମହାକାଶ ଯାନ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ମୁହାଁ ଯାତ୍ରା ଆରମ୍ଭ କରିଛି। ମହାକାଶ ଯାନ ‘କଳ୍ପନା ଚାଓ୍ବଲା’ ୩ହଜାର ୬୨୮ କିଲୋଗ୍ରାମ୍‌ ସାମଗ୍ରୀ ନେଇ ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଶନିବାର ଭାରତୀୟ ସମୟ ଭୋର୍‌ ୬ଟା ୪୬ରେ ଏହାର ଉତ୍‌କ୍ଷେପଣ କରାଯାଇଛି। ଏଥିରେ ସ୍ପେଶ୍‌ ଟଏଲେଟ୍‌କୁ ମଧ୍ୟ ମହକାଶ କେନ୍ଦ୍ରକୁୁ ପଠାଯାଇଛି। ଏହି ଟଏଲେଟ୍‌ ନିର୍ମାଣରେ ୧୭୪ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହୋଇଛି। ୬ ବର୍ଷ ଗବେଷଣା ପରେ ଏହାକୁ ନିର୍ମାଣ କରାଯାଇଛି। ସେହିପରି ମହାକାଶରେ ଚାଷ କରିବା ଲାଗି ବିଭିନ୍ନ ସରଞ୍ଜାମ ପାଇଁ ଏଥିରେ ପଠାଯାଇଛି। କ୍ୟାନସର ଔଷଧର ପ୍ରୟୋଗ ଜିରୋ ଗ୍ରାଭିଟିରେ କିଭଳି କରାଯିବ ସେ ନେଇ ଆବଶ୍ୟକ ସାମଗ୍ରୀ ମଧ୍ୟ ମହାକାଶ ଯାନ ‘କଳ୍ପନା ଚାଓ୍ବଲା’ ମାଧ୍ୟମରେ ପଠାଯାଇଛି। ଏହା ସୋମବାର ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ଆବଶ୍ୟକ ସାମଗ୍ରୀ ଯୋଗାଇଦେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri