ଖେତରୁ ମିଳିଲା ସ୍ପେସ୍‌ଏକ୍ସ ରକେଟ୍‌

ଇଫର୍ତ୍ତା, ୪ା୪: ଗତ ସପ୍ତାହରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସ୍ପେସ୍‌ଏକ୍ସ ରକେଟ ଫାଲ୍‌କନ୍‌-୯ ଆମେରିକାର ପୂର୍ବ ଓ୍ବାଶିଂଟନ୍‌ ରାଜ୍ୟର ଏକ ଖେତରେ ପଡ଼ିଥିବା ଜଣାଯାଇଛି। ଆମେରିକା ଉଦ୍ୟୋଗପତି ଏଲନ୍‌ମସ୍କଙ୍କ ସ୍ପେସ୍‌ଏକ୍ସ ରକେଟ ଉତ୍‌କ୍ଷୀପଣ କରାଯାଇଥିବାବେଳେ ତାହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ଏହା ଦ୍ୱାରା କେହି ମୃତାହତ ହୋଇ ନ ଥିବା କୁହାଯାଇଛି। ପୁନଃବ୍ୟବହାର ଯୋଗ୍ୟ ଏହି ରକେଟ୍‌କୁ ପୃଥିବୀ କକ୍ଷକୁ ପଠାଯିବାକୁ ସ୍ପେସଏକ୍ସ ଉଦ୍ୟମ ଚଳାଇଛି। ଏଥିରେ ପୃଥିବୀ ବାହାରକୁ ମାନବ ପରିବହନ ପାଇଁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସରକାରଙ୍କୁ ଡ୍ୟାନ୍ସର ଭରସା

ଇସ୍‌ଲାମାବାଦ,୯।୯: ପାକିସ୍ତାନ ଏବେ କାଙ୍ଗାଳ ହୋଇଯାଇଛି ବୋଲି ସାରା ବିଶ୍ୱରେ ଆଲୋଚନା ହେଉଛି। ଏଠାକାର ଅର୍ଥନୀତି ଏମିତି ବିଗିଡି ଯାଇଛି ଯେ ସାଧାରଣ ଜନତା ନାହିଁ...

ବୃହସ୍ପତି ଉପଗ୍ରହକୁ ଯିବ ସ୍ପେସ୍‌ଏକ୍ସ ରକେଟ୍‌

ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପ୍ରଥମ ବୃହସ୍ପତି ମିଶନରେ ଏହାର ଥଣ୍ଡା ଉପଗ୍ରହ ୟୁରୋପାକୁ ମହାକାଶଯାନ ‘ୟୁରୋପା କ୍ଲିପର୍‌’ ପ୍ରେରଣ ପାଇଁ ସ୍ପେସ୍‌ଏକ୍ସ ରକେଟକୁ...

ବରାଦର-ହକ୍କାନି ମୁହଁ।ମୁହିଁ

କାବୁଲ, ୧୬ା୯: ଆଫଗାନିସ୍ତାନକୁ କବ୍‌ଜା କରି ତାଲିବାନ୍‌ ସରକାର ସିନା ଗଢ଼ିଦେଲା କିନ୍ତୁ ବ୍ୟବସ୍ଥିତ ଢଙ୍ଗରେ ତାହାର ପରିଚାଳନା ଏହି ଆତଙ୍କବାଦୀ ଗୋଷ୍ଠୀ ପାଇଁ କାଠିକର...

ଅସଲ ସ୍କୁଲ ଯାଇ କୋଭିଡ-୧୯ ସମ୍ପର୍କରେ ଜାଣିଲି ଅନେକ କଥା: ଟ୍ରମ୍ପ

ୱାଶିଂଟନ,୫ ।୧୦: କରୋନା ସଂକ୍ରମଣର ଚିକିତ୍ସା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛି । ଏହି ସମୟ ମଧ୍ୟରେ...

ଆତ୍ମଘାତୀ ବିସ୍ଫୋରଣରେ ୮ ନିହତ

କରାଚୀ,୧୮ା୨(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ସୋମବାର ଏକ ଧର୍ମୀୟ ଶୋଭାଯାତ୍ରାକୁ ଟାର୍ଗେଟ କରି ଆତ୍ମଘାତୀ ବିସ୍ଫୋରଣ କରାଯିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୩...

କାହିଁକି ଏହି ଦେଶରେ ବନ୍ଦ ହେଲା କୋଭିଡ୍‌ ଭାକ୍ସିନ

କୋପେନହାଗେନ,୧୧।୩ : ଟିକାକରଣ ପ୍ରକ୍ରିୟାରୁ ଆଷ୍ଟ୍ରାଜେନିକାକୁ ବାଦ୍‌ ଦେଇଛି ଡେନମାର୍କ। ଭାକ୍ସିନ ନେବା ପରେ କିଛି ବ୍ୟକ୍ତିଙ୍କ ଠାରେ ରକ୍ତ ଜମାଟ ବାନ୍ଧିବା (ବ୍ଲଡ୍‌ କ୍ଲଟ୍ସ)...

କରୋନା ଭାଇରସରେ ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବେ ମାତ୍ର ୩ ଜଣ

ମ୍ୟାଡ୍ରିଡ,୩୧।୩: ସ୍ପେନରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ସୋମବାର ୨୪ ଘଣ୍ଟାରେ ସ୍ପେନରେ ୯୧୩ ଜଣଙ୍କ...

ଅତ୍ୟଧିକ ଖର୍ଚ୍ଚ କାରଣରୁ ବାତିଲ ହେଲା ଶପଥଗ୍ରହଣ ଉତ୍ସବ

କାବୁଲ,୧୨।୯: ଆମେରିକାରେ ସଙ୍ଗଠିତ ୯/୧୧ ଆକ୍ରମଣର ୨୦ ବର୍ଷ ପୂର୍ତ୍ତି ଅବସରରେ ଶନିବାର ଆଫଗାନିସ୍ତାନରେ ଅନ୍ତରୀଣ ସରକାର ଗଢ଼ିଥିବା ତାଲିବାନ୍‌ କ୍ୟାବିନେଟ୍‌ର ଶପଥ ଗ୍ରହଣ ଉତ୍ସବ...

Advertisement


Archives

Model This Week