Posted inଖେଳ

ହକି ବିଶ୍ୱକପ୍‌ ୨୦୨୩: ପ୍ରଥମ ଟିମ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କଲା ସ୍ପେନ୍‌

ଭୁବନେଶ୍ବର,୨୨।୧(ବ୍ୟୁରୋ): ହକି ବିଶ୍ୱକପ୍‌ ୨୦୨୩ରେ ପ୍ରଥମ ଟିମ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଛି ସ୍ପେନ୍‌। ମାଲେସିଆ ଓ ସ୍ପେନ ମଧ୍ୟରେ ରବିବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ରସ ଓଭର ମ୍ୟାଚରେ ସୁଟଆଉଟ୍‌ରେ ମାଲେସିଆକୁ ସ୍ପେନ ପରାସ୍ତ କରିଛି। ଏହି ବିଜୟ ସହ ସ୍ପେନ୍‌ କ୍ବାର୍ଟରଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ୍‌ ଜାନୁଆରୀ ୨୪ରେ ଖେଲାଯିବ।
ସୂଚନାଯୋଗ୍ୟ, ମାଲେସିଆ ଓ ସ୍ପେନ ମଧ୍ୟରେ ଖେଳାଯାଇଥିବା କ୍ରସ ଓଭର ମ୍ୟାଚ୍‌ ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୨ଟି ଲେଖାଏ ଗୋଲ ଦେଇଥିଲେ। ଫଳରେ ଫଳାଫଳ ପାଇଁ ସୁଟଆଉଟର ସହାୟତା ନିଆଯାଇଥିଲା। ପ୍ରଥମ ସୁଟଆଉଟରେ ଉଭୟ ଦଳ ୩-୩ ଗୋଲ ଦେଇଥିଲେ। ଏପରିସ୍ଥଳରେ ଦ୍ବିତୀୟ ସୁଟଆଉଟ୍‌ ନିଆଯାଇଥିଲା। ସୁଟଆଉଟ୍‌ରେ ସ୍ପେନ ୪ଟି ଗୋଲ ଦେଇଥିଲା ବେଳେ ମାଲେସିଆ ୩ଟି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?