ପୁଣି ଅପରାହ୍ନ ୪ ଟା ଯାଏ ଗୃହ ଅଚଳ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ସପ୍ତମ ଦିନରେ ମଧ୍ୟ ଚାଲିପାରୁନି ବିଧାନସଭା। ବୁଧବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ମୁଲତବୀ ଘୋଷଣା କରି ସର୍ବଦଳୀୟ ବୈଠକ ଡାକିଥିଲେ। ସର୍ବଦଳୀୟ ବୈଠକ ସତ୍ତ୍ୱେ ବିଧାନସଭା ଅଚଳାବସ୍ଥା । ଫଳରେ ବାଚସ୍ପତି ଅପରାହ୍ନ ୪ ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।
ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ପୂର୍ବରୁ ୧୧.୩୦ ଯାଏ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ। ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଆରମ୍ଭ ହେବା କ୍ଷଣି ପୁଣି ଘଣ୍ଟ ବାଡେଇ ବିରୋଧୀ ପ୍ରତିବାଦ କରଥିଲେ। ତେବେ ଆଉ ୧୨.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ଏହାସହ ଭାଜପା ସଦସ୍ୟ ବାଚସ୍ପତିଙ୍କ ଉପରକୁ ପ୍ଲାକାର୍ଡ ଓ କଳା ଗାମୁଛା ଫିଙ୍ଗିଥିଲେ। କଂଗ୍ରେସ ମଧ୍ୟ ପ୍ଲାକାର୍ଡ ଦେଖାଇ ଜୋରଦାର ପ୍ରତିବାଦ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏଫ୍‌

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏପ୍‌ ଅଭୟକାନ୍ତ ପାଠକଙ୍କ ଘରେ...

ରାଜ୍ୟରୁ ଆଉ ୧୦୦୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର,୨୫।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୦୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୯୧,୬୬୯ ଜଣ ଆକ୍ରାନ୍ତ ସୁସ୍ଥ...

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ...

ବଲାଙ୍ଗୀର ସିଲେଟକାନୀରେ ଶିଶୁବଳି ସନ୍ଦେହ

ବଲାଙ୍ଗୀର ଅଫିସ/ଦେଓଗଁ।, ୫ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗଁ। ଥାନା ଅନ୍ତର୍ଗତ ସିଲେଟକାନୀ ଗଁ। ନିକଟ ସୋନଗଡ ନଦୀ କୂଳରୁ ବୁଧବାର ଜଣେ ନାବାଳକଙ୍କ ମୁଣ୍ଡଗଣ୍ଡି ବିଚ୍ଛିନ୍ନ...

ଲଗାଣ ବର୍ଷାରେ କ୍ଷେତରେ ଗଜା ହେଲା ଧାନ

କୋକସରା, ୨୩।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକାସରା ବ୍ଳକର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନି। କେତେବେଳେ ଅନାବୃଷ୍ଟି ତ କେତେ ବେଳେ ଧାନ ଚାଷରେ ରୋଗପୋକର...

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଖୋଲିବା ପାଇଁ କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ...

୭ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୩ା୨(ବ୍ୟୁରୋ): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ସ୍କୁଲ ଖୋଲିବା ନେଇ ରାଜ୍ୟବାସୀ ଚିନ୍ତାରେ ଥିବା ବେଳେ ଆସନ୍ତା ୭ ତାରିଖରୁ ସମସ୍ତ ସ୍କୁଲ, କଲେଜ,...

ବିଶ୍ୱର ସର୍ବୋଚ୍ଚ ରଥ ‘ନନ୍ଦିଘୋଷ’ ଅସୁରକ୍ଷିତ

କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା...

Advertisement
Archives

Model This Week