୨୦ରେ ବାଚସ୍ପତି ନିର୍ବାଚନ, ୧୯ରେ ନାମାଙ୍କନ ଦାଖଲ

ଭୁବନେଶ୍ୱର, ୧୮।୬:ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି ନାମାଙ୍କନ ଦାଖଲ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିରୋଧୀ ପ୍ରାୟତଃ ବାଚସ୍ପତି ନିର୍ବାଚନ ଲାଗି ନିଜର ପ୍ରାର୍ଥୀ ଦେଇ ନ ପାରନ୍ତି। ଅନ୍ୟପଟେ ଭାଜପାରୁ କାହାକୁ ବାଚସ୍ପତି ପଦ ଲାଗି ପ୍ରାର୍ଥୀ କରାଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନୂଆ ବାଚସ୍ପତି ନିର୍ବାଚନ ପରିଚାଳନା ମଧ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ, ସ୍ତ୍ରୀଙ୍କୁ ଶାବଳ ଭୁସି ମାରିଦେଲେ: ଦେଢ଼  ବର୍ଷର ପୁଅକୁ ଧରି ଥାନାରେ ପହଞ୍ଚିଲେ 

ଭୁବନେଶ୍ୱର,୨୨।୭: ଶାଶୁ ଓ ସ୍ତ୍ରୀଙ୍କୁ ହତ୍ୟା ପରେ ଦେଢ଼ ବର୍ଷର ପୁଅକୁ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି ଜ୍ୱାଇଁ। ସୋମବାର ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି...

ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ପାରାଦୀପ,୨୨।୭: ଜଗତ୍‌ସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏକ ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର...

ବିଧାନସଭାରେ ନବୀନ କହିବା ବେଳେ ବନ୍ଦ କରିଦେଲେ ମାଇକ! ବିଜେଡି କହିଲା…

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ୨୪ ବର୍ଷ ଧରି ଶାସନ କାଳରେ ବିଜେଡି ଆଜି ପ୍ରଥମ ଥର ପାଇଁ ବିରୋଧୀ...

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି...

ବର୍ଷିଲେ ପ୍ରମିଳା, କହିଲେ ରାଜନୀତି ଛାଡି ଜ୍ୟୋତିଷ ହୋଇଗଲେଣି କି ଜୟନାରାୟଣ…

ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡ଼ିକୁ ନେଇ ଭବିଷ୍ୟବାଣୀ କରି କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍‌। ବିଜେଡ଼ି ସରକାରକୁ ଫେରିବ ବୋଲି କହୁଛି,...

ଜୟନାରାୟଣଙ୍କ ବଡ଼ ଭବିଷ୍ୟବାଣୀ, କହିଲେ ବିଜେଡି ସରକାରକୁ ଫେରିବା ପାଇଁ ହେଲେ…

ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି। ଜୟନାରାୟଣ କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍‌। ସରକାରକୁ ଫେରିବା ପାଇଁ ହେଲେ ସେ...

୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ...

ନୂଆ ମିଡିଆ ଟିମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ନେତାଙ୍କୁ ମିଳିଲା ସୁଯୋଗ

ଭୁବନେଶ୍ୱର,୨୨।୭: ସୋମବାର ବିଜେଡି ନୂଆ ମିଡିଆ ଟିମ ଘୋଷଣା କରିଛି। ଏଥିରେ ୧୬ ଜଣଙ୍କୁ ସାମିଲ କରାଯାଇଛି। ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri