ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ପିଏସି କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଛି। ସେହିପରି ଜୟନାରାୟଣ ମିଶ୍ରଙ୍କୁ ପ୍ରିଭିଲେଜ କମିଟିର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଏହା ସହ ଆକାଶ ଦାସ ନାୟକଙ୍କ ଲାଇବ୍ରେରୀ କମିଟିରେ ୧୧ ନିଲମ୍ବିତଙ୍କୁ ସ୍ଥାନ ମିଳିଛି। ସରକାରୀ ବିଭାଗଗୁଡ଼ିକର କାର୍ଯ୍ୟର ସମୀକ୍ଷା ପାଇଁ ଗଠିତ Departmentally Related Standing Committees (Iରୁ IX)ର ଅଧ୍ୟକ୍ଷ ଭାବେ ଯଥାକ୍ରମେ ସିଦ୍ଧାନ୍ତ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ସେଠୀ, ବାବୁ ସିଂହ, , ବିଭୂତି ଭୂଷଣ ପ୍ରଧାନ, ସୁଧୀର ରଞ୍ଜନ ପଟ୍ଟଯୋଶୀ, ସନ୍ତୋଷ ଖଟୁଆ, ମନୋହର ରନ୍ଧାରୀ ଏବଂ ସନାତନ ବିଜୁଳିଙ୍କୁ ଦାୟିତ୍ୱ ଦିଆଯାଇଛି । ବିଧାନସଭାର କାର୍ଯ୍ୟ ପରିଚାଳନା, ସରକାରୀ ବିଭାଗର କାର୍ଯ୍ୟ ସମୀକ୍ଷା, ବଜେଟ ବ୍ୟୟ ଓ ଲୋକଧନର ଉପଯୋଗ ଉପରେ ନଜର ରଖିବା ପାଇଁ ଏହି କମିଟିଗୁଡ଼ିକ ଗଠନ କରାଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri