ସ୍ମାର୍ଟଫୋନ୍‌ ନ ଥିବା ପିଲାଙ୍କୁ ପଢ଼ାଇବାକୁ ଆସୁଛନ୍ତି ‘ସ୍ପିକର ଟିଚର’

ମୁମ୍ବାଇ, ୮।୯: କରୋନା ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେତେକ ସ୍କୁଲ ପକ୍ଷରୁ ଅନ୍‌ ଲାଇନ୍‌ ପାଠପଢ଼ା ଜାରି ରହିଛି। ତେବେ ଯେଉଁ ପିଲାଙ୍କ ପାଖରେ ସ୍ମାର୍ଟଫୋନ୍‌ ନାହିଁ ସେମାନେ କିଭଳି ପାଠ ପଢ଼ିବେ। ଏହି ସମସ୍ୟାର ସମାଧାନ ପାଇଁ ମହାରାଷ୍ଟ୍ରରେ ଗରିବ ସ୍ମାର୍ଟଫୋନ୍‌ ନ ଥିବା ପିଲାଙ୍କୁ ପାଠ ପଢ଼ାଇବା ପାଇଁ ‘ସ୍ପିକର ଟିଚର’ ବ୍ୟବସ୍ଥା କରାଯାଇଛି। ରାଜ୍ୟର ୩୫ଟି ଗାଁରେ ଏଭଳି ଶିକ୍ଷକଙ୍କ ଦ୍ୱାରା ପାଠପଢ଼ା ଜାରି ରହିଛି। ପାଲଘର ଜିଲାର ମୋଖାଡ଼ା ତହସିଲ୍‌ରେ ଏହି କାର୍ଯ୍ୟକ୍ରମ ଦ୍ୱାରା ପିଲାଙ୍କୁ ସାମାଜିକ ଦୂରତା ବଜାୟ ରଖି ପାଠପଢ଼ା ଯାଉଛି। ଶିକ୍ଷକ ଲାଉଡ୍‌ ସ୍ପିକର ଧରି ପାଠପଢ଼ାଉଛନ୍ତି। ଇତିମଧ୍ୟରେ ସମ୍ପୃକ୍ତ ଗାଁଗୁଡ଼ିକର ୧୨ ଶହରୁ ଅଧିକ ପିଲା ପାଠପଢ଼ା କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ର ଦିଗନ୍ତ ସ୍ବରାଜ ଫାଉଣ୍ଡେଶନ ପକ୍ଷରୁ କରାଯାଉଛି। ଏହାଦ୍ୱାରା ପିଲାମାନେ ଉପକୃତ ହେଉଥିବା ଫାଉଣ୍ଡେଶନର ନିର୍ଦ୍ଦେଶକ ରାହୁଲ ଦିବରେକର ସୂଚନା ଦେଇଛନ୍ତି। ପ୍ରତିଦିନ ସକାଳେ ଅଢ଼େଇ ଘଣ୍ଟା ଶିକ୍ଷାଦାନ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri