‘ସମ୍ବିଧାନ ସୁରକ୍ଷାରେ ବାଚସ୍ପତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ହିମାଚଳ ପ୍ରଦେଶର ସିମ୍‌ଲାଠାରେ ଅନୁଷ୍ଠିତ ହୋଇଥିବା ଦୁଇଦିନିଆ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଓଡ଼ିଶା ବିଧାନସଭା ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ର ଯୋଗ ଦେଇଛନ୍ତି। ୧୯୨୧ ମସିହାରେ ପ୍ରଥମଥର ପାଇଁ ସିମ୍‌ଲାଠାରେ ସର୍ବ ଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ୧୭ ଓ ୧୮ ତାରିଖରେ ଶତ ବାର୍ଷିକୀ ଉତ୍ସବ ପାଳିତ ହେଉଛି।

ଆଜି ଉଦ୍‌ଘାଟନୀ ଉତ୍ସବରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଅଧ୍ୟକ୍ଷତା କରିଛନ୍ତି। ମୁଖ୍ୟ ଅତିଥି ଭାବେ ପ୍ରଧଶନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିବଲେ। ଏହି ଅଧିବେଶନରେ ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ବିପିନ ସିଂ ପରମ ସ୍ବାଗତ ଭାଷଣ ଦେଇଥିବା ବେଳେ ବିରୋଧୀ ଦଳ ନେତା ମୁକେଶ ଅଗ୍ନିହୋତ୍ରୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ହିମାଚଳ ପ୍ରଦେଶ ମୁଖମନ୍ତ୍ରୀ ଜୟରାମ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ‘ସମ୍ବଧାନ, ଗୃହ ଏବଂ ଜନସାଧାରଣଙ୍କ ପ୍ରତି ଗୃହ ଅଧ୍ୟକ୍ଷଙ୍କ ଦାୟିତ୍ୱ ରହିଛ। ସମ୍ବିଧାନ ସୁରକ୍ଷାରେ ବାଚସ୍ପତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାପନ ହେବ ୧ ହଜାର ଶୀତଳଭଣ୍ଡାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପନିପରିବା ସଂରକ୍ଷଣ ପାଇଁ ରାଜ୍ୟରେ ୧୦୦୦ କ୍ଷୁଦ୍ର ଶୀତଳଭଣ୍ଡାର ନିର୍ମାଣ କରାଯିବ। ଗ୍ରାମାଞ୍ଚଳର ଯେଉଁ ସ୍ଥାନରେ ପନିପରିବା ଉତ୍ପାଦନ ଅଧିକ ହେଉଥିବ ସେଠାରେ ଏହି ଶୀତଳଭଣ୍ଡାର...

ଛାତ୍ରୀଙ୍କୁ ପୋଡ଼ି ମାରିବା ଉଦ୍ୟମ ଘଟଣା: ୨ ଅଟକ

କଟକ ଅଫିସ, ୨୭।୨: କଟକ ମାନସିଂପାଟଣା ମସ୍ତରାମ ମଠ ଗଳିରେ ଜଣେ କଲେଜ ଛାତ୍ରୀଙ୍କୁ ହାତଗୋଡ଼ ବାନ୍ଧି ପୋଡ଼ି ମାରିବାକୁ ଉଦ୍ୟମ ଘଟଣାରେ ଲାଲବାଗ ପୋଲିସ...

କାକଟପୁର ମଙ୍ଗଳା ମନ୍ଦିର ମୁଖଶାଳାରେ ଫାଟ

କାକଟପୁର,୨୪ା୨(ଡି.ଏନ.ଏ): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳା ମନ୍ଦିର ମୁଖଶାଳାର ଦକ୍ଷିଣ ଦ୍ୱାର ଉପରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛ। ଏହା...

ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା: ସ୍ତ୍ରୀ,ପଡୋଶୀଙ୍କୁ ପଚରାଉଚରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାର ଖୋଡତାଳ କରୁଛି ପୋଲିସ।...

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ...

ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ, ୧୫।୧୨: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ...

ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍‌

ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍‌ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ...

Advertisement
Archives

Model This Week