ଭାରତୀୟ ଅଲିମ୍ପିକ ସଂଘର ସଭାପତିଙ୍କ ସହ କଥାହେଲେ ମୋଦି, ହୋଇପାରେ…

ନୂଆଦିଲ୍ଲୀ,୭।୮: ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ସ୍ବର୍ଣ୍ଣ ପଦକ ଜିତିବାର ଭାରତର ତାରକା ରେସଲର ଭିନେଶ ଫୋଗଟଙ୍କ ସ୍ବପ୍ନ ଭାଙ୍ଗି ଯାଇଛି। ଅଧିକ ଓଜନ ହେତୁ ତାଙ୍କୁ ଅଯୋଗ୍ୟ କରାଯାଇଛି। ଯାହାପରେ ଭାଙ୍ଗି ପଡିଛନ୍ତି ଭିନେଶ। ଅତ୍ୟଧିକ ଚାପ ଓ ଅସୁସ୍ଥତାରେ ରହିବାରୁ ସେ ଅଚେତ ହୋଇ ପଡିଛନ୍ତି।

ତେବେ ଭିନେଶଙ୍କ ଡିସକ୍ୱାଲିଫାଇଡକୁ ନେଇ ଭାରତୀୟ ଅଲିମ୍ପିକ ସଂଘ ସଭାପତିଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। IOA ସଭାପତି ପିଟି ଉଷାଙ୍କ ସହ କଥା ହୋଇଛନ୍ତି ପିଏମ । କେମିତି ଭିନେଶଙ୍କୁ ସହାୟତା କରାଯାଇପାରିବ ସେନେଇ ଆଲୋଚନା କରିଛନ୍ତି ।

ଭିନେଶଙ୍କ ପାଇଁ ସୋସିଆଲ ମିଡିଆ ଏକ୍ସ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ପ୍ରବୋଧନା ଦେଇଛନ୍ତି। ସେ କହିଛନ୍ତି, ଭିନେଶ, ତୁମେ ଚାମ୍ପିଅନଙ୍କ ଭିତରେ ଚାମ୍ପିଅନ।
ତୁମେ ଭାରତ ପାଇଁ ଗର୍ବ, ପ୍ରତି ଭାରତୀୟଙ୍କ ପାଇଁ ପ୍ରେରଣା। ଦୃଢ଼ତାର ସହ ପ୍ରତ୍ୟାବର୍ତ୍ତନ କର, ଆମେ ସମସ୍ତେ ତୁମ ସହ ଅଛୁ।

ସୂଚନାଥାଉ କି, ପ୍ୟାରିସ ଅଲିମ୍ପିକ୍ସରେ ସେ ଫାଇନାଲରେ ପହଞ୍ଚିବାକୁ ନେଇ ସାରା ଦେଶରେ ଆନନ୍ଦର ଲହରି ଖେଳି ଯାଇଥିଲା। ତାଙ୍କୁ ନେଇ ଜୋରସୋରରେ ଆଲୋଚନା ମଧ୍ୟ ଜାରି ରହିଥିଲା। ହେଲେ ତାଙ୍କର ଅଲିମ୍ପିକ୍ସରେ ମେଡାଲ ଜିତିବା ସ୍ବପ୍ନ ଅଧାରେ ରହିଯାଇଛି। କିନ୍ତୁ ସେ ଗତକାଲି ପ୍ରଥମ ରାଉଣ୍ଡରେ ଡିଫେଣ୍ଡିଂ ଚାମ୍ପିୟନ ତଥା ବିଶ୍ୱ ଚାମ୍ପିୟନ ଜାପାନର ୟୁଇ ସୁସାକିଙ୍କୁ ହରାଇଥିଲେ। ପରବର୍ତ୍ତୀ ମ୍ୟାଚରେ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ୟୁକ୍ରେନ୍ର ଓକସାନା ଲିଭାଚଙ୍କୁ ହରାଇ ଇତିହାସ ରଚିଥିଲେ ଭିନେଶ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri