ସ୍ବାବ ନମୁନା ପରୀକ୍ଷା ପାଇଁ ପ୍ରଶାସନର ସ୍ବତନ୍ତ୍ର ବ୍ୟବସ୍ଥା: ବରଗଡ଼ ସହରର କଲ୍ୟାଣ ମଣ୍ଡପରେ ହେବ ଟେଷ୍ଟ

ବରଗଡ଼ ଅଫିସ,୨୯।୪: ବରଗଡ଼ ସଦର ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମରେ କରୋନା (କୋଭିଡ-୧୯) ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୧୬ ତାରିଖ ଏହି ଗ୍ରାମରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ତେବେ ଏହାପରେ ଉକ୍ତ ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇ ଥିଲେ ସୁଦ୍ଧା ଏହି ଗ୍ରାମର କିଛିଲୋକ ବରଗଡ଼ ସହରକୁ ଆସୁଥିବା କୁହାଯାଇଛି। ଏହି ଦୃଷ୍ଟିରୁ ବରଗଡ଼ ସହରର ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ ସହରବାସୀଙ୍କ ସ୍ବାବ ନମୁନା ପରୀକ୍ଷା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଇଚ୍ଛୁକ ଲୋକେ ମଙ୍ଗଳବାରରୁ ଗୁରୁବାର ପର୍ଯ୍ୟନ୍ତ ଦିନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସେଠାରେ ପହଞ୍ଚି ନିଜ ସ୍ବାବ ନମୁନା ପରୀକ୍ଷା କରି ପାରିବେ ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri