ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ: ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ୱର,୧୨।୧: ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍‌ ସେବା ଆରମ୍ଭ କରାଯାଇଛି। ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ ସେବା ଆରମ୍ଭ ହୋଇଛି। ଭୁବନେଶ୍ବର ଓ ସମ୍ବଲପୁରରୁ ମଧ୍ୟ ପ୍ରୟାଗରାଜକୁ ବସ୍‌ ଗଡିଛି। ଅଯୋଧ୍ୟା ସହ ପ୍ରୟାଗରାଜକୁ ଶ୍ରଦ୍ଧାଳୁ ଯିବାର ବ୍ୟବସ୍ଥା କରାଯାଇଛି। ଏହି ବସ୍‌ରେ ସବୁ ସୁବିଧା ମିଳିବ। ଆଗକୁ ଲୋକଙ୍କ ଚାହିଦା ଦେଖି ବସ ବ୍ୟବସ୍ଥା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri