ଟ୍ରେଣ୍ଡ୍‌ସ ପକ୍ଷରୁ ସ୍ବତନ୍ତ୍ର ଅଭିଯାନ ‘ଖୁସିର ପର୍ବ’

ଭୁବନେଶ୍ୱର,୨୭।୯: ରିଲାଏନ୍ସ ରିଟେଲ୍‌ର ପ୍ରମୁଖ ବ୍ରାଣ୍ଡ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଚଳିତ ବର୍ଷର ପାର୍ବଣ ପାଇଁ ଗ୍ରାହକଙ୍କମାନଙ୍କ ଲାଗି ଏକ ସ୍ବତନ୍ତ୍ର ଅଭିଯାନ ‘ଖୁସିର ପର୍ବ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ସପିଙ୍ଗ୍‌ ଉପରେ ଉନ୍ନତ ଅନୁଭୂତି ଦେବା ଲାଗି ସ୍ବତନ୍ତ୍ର ଅଫର ଅଧିନରେ ଗ୍ରାହକମାନେ ୩୪୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ସପିଙ୍ଗ କଲେ ୧୯୯ଟଙ୍କାରେ ଏକ ଆକର୍ଷଣୀୟ ଉପହାର ଏବଂ ୩୦୦୦ଟଙ୍କା ମୂଲ୍ୟର କୁପନ୍‌ ପାଇପାରିବେ। ସେହିଭଳି ଏସ୍‌ବିଆଇ ଡେବିଟ୍‌ କାର୍ଡ ବ୍ୟବହାରକାରୀମାନେ ସର୍ବନିମ୍ନ ୩,୯୯୯ ଟଙ୍କାର ସପିଙ୍ଗ କରି ୫% ରିହାତି ମଧ୍ୟ ପାଇପାରିବେ ଏବଂ ଏଥିରେ ସର୍ବାଧିକ ୫୦୦ ଟଙ୍କାର ରିହାତି ମିଳିବ। ଏସବିଆଇ କାର୍ଡ ସହିତ ଏହି ଅଫର ଅକ୍ଟୋବର ୩୦ ପର୍ଯ୍ୟନ୍ତ ବୈଧ ରହିବ। ଏହି ସ୍ବତନ୍ତ୍ର ଅଭିଯାନରେ ଟ୍ରେଣ୍ଡ୍‌ସ ପକ୍ଷରୁ ଗ୍ରାହକମାନଙ୍କୁ ନିଜର ପୂଜା ଲୁକ୍‌ ସେଲ୍‌ଫି କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ-ରିଲ୍‌ସ ପଠାଇବାକୁ ଆହ୍ବାନ କରାଯାଇଛି। ଏଥିରେ ଅଂଶଗ୍ରହଣ କରିବା ପାଇଁ ଗ୍ରାହକମାନେ ୯୮୫୩୦୩୫୧୦୪ ହ୍ବାଟସ୍‌ଆପ୍‌ ନମ୍ବର କିମ୍ବା ଏହାର ଓ୍ବେବସାଇଟ ଜରିଆରେ ନିଜର ପୂଜା ଲୁକ୍‌ ସେଲ୍‌ଫି କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ-ସେଲ୍‌ଫି ଅପ୍‌ଲୋଡ୍‌ କରିପାରିବେ। ଗ୍ରାହକମାନେ ପୂଜା ଲୁକ୍‌ ସେଲ୍‌ଫି ଓ ଭିଡିଓ- ରିଲ୍‌ସକୁ ନିଜ ଫେସବୁକ୍‌ ଓ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟ୍‌ରେ ହାସ୍‌ଟ୍ୟାଗ୍‌ ‘ଟ୍ରେଣ୍ଡ୍‌ସ ଖୁସିର ପର୍ବ’ ଲେଖି ପୋଷ୍ଟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri