ଟିପିସିଓଡିଏଲର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୦।୭: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଓ ସୁରକ୍ଷା ପଦକ୍ଷେପ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ମୌସୁମୀ ବର୍ଷା ପ୍ରସ୍ତୁତି ଅଭିଯାନର ଅଂଶ ସ୍ବରୂପ ବିଭିନ୍ନ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ଏପରିକି ମୌସୁମୀ ଋତୁରେ ଗ୍ରାହକମାନଙ୍କ ପାଇଁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିବାକୁ କମ୍ପାନି ଲକ୍ଷ୍ୟ ରଖିଥିବା ବେଳେ ଏହାର ଗ୍ରାହକ ଓ କର୍ମଚାରୀମାନଙ୍କ ପାଇଁ ସମସ୍ତ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଉଛି। ସେହିଭଳି ସଚେତନ ଓ ଦାୟିତ୍ୱବାନ ଆଭିମୁଖ୍ୟ ଗ୍ରହଣ କରିବା ଲାଗି କମ୍ପାନି ପକ୍ଷରୁ ବିଦ୍ୟୁତ ଗ୍ରାହକମାନଙ୍କୁ ଆହ୍ବାନ ଦିଆଯାଇଛି। ମୌସୁମୀ ଋତୁରେ ଦେଖା ଦେଉଥିବା ବିଦ୍ୟୁତ ଜନିତ ଦୁର୍ଘଟଣାଗୁଡ଼ିକୁ ନଜରରେ ରଖି କମ୍ପାନି ପକ୍ଷରୁ କେତେକ ସରଳ ପ୍ରତିଷେଧମୂଳକ ପଦକ୍ଷେପ ଘୋଷଣା କରାଯାଇଛି, ଯାହା ଦ୍ୱାରା ଏହି ଋତୁରେ ବିଦ୍ୟୁତ ସୁରକ୍ଷା ସୁନିଶ୍ଚିତ ହୋଇପାରିବ। ପ୍ରତ୍ୟକ୍ଷ ଭାବେ ପହଚି ସମସ୍ୟାଗୁଡ଼ିକର ତ୍ୱରିତ ସମାଧାନ କରିବା ସହିତ ଶୀଘ୍ର ଯୋଗାଯୋଗ ପ୍ରଦାନ କରିବା ଲାଗି ଟିପିସିଓଡିଏଲ୍‌ ପକ୍ଷରୁ ଏହାର ଗ୍ରାହକ ସେବା କେନ୍ଦ୍ରରେ ଉନ୍ନତି ଅଣାଯାଇଛି ବୋଲି ଟିପିସିଓଡିଏଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri