ଚାନ୍ଦି ଭଣ୍ଡାରରେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର’

ଭୁବନେଶ୍ୱର,୨୫ା୧୧:ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାର ପକ୍ଷରୁ ଚଳିତ ବର୍ଷର ବିବାହ ଋତୁ ଉପଲକ୍ଷେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ଚଳିତ ବର୍ଷ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ଏପରିକି ପ୍ରତି ରୁପା କ୍ରୟରେ ଗ୍ରାହକ ଅଧିକ ସଞ୍ଚୟ ଲାଭ କରିପାରିବେ। ସେହିଭଳି ପ୍ରତି କ୍ରୟରେ ରୁପା ମାଗଣା ରହିଛି, ଚାନ୍ଦି ଭଣ୍ଡାରର ୯୯.୯୯% ଶୁଦ୍ଧତା ବିଶିଷ୍ଟ ରୁପା ସହ ଚଳିତ ବିବାହ ଉତ୍ସବକୁ ସ୍ବତନ୍ତ୍ର କରିବାକୁ ପ୍ରତିଷ୍ଠାନ ପକ୍ଷରୁ ପ୍ରୟାସ କରାଯାଇଛି। ସେହିପରି ଏହାର ସମସ୍ତ ଷ୍ଟୋରରେ ଓଡ଼ିଶାର ପାରମ୍ପରିକ ଏବଂ କାରୁକାର୍ଯ୍ୟପୂର୍ଣ୍ଣ ହାତ ତିଆରି ରୁପା ତାରକସି ଗହଣାର ବ୍ୟାପକ ସମ୍ଭାର ରହିଛି। ବିଶେଷକରି ଭଳିକି ଭଳି ନେକ୍‌ଲେସ୍‌, କାନଫୁଲ, ପାଉଁଜି, ଚୁଡ଼ି ଭଳି ଆହୁରି ଅନେକ କିଛି ରୁପା ଅଳଙ୍କାର ଓ ସାମଗ୍ରୀ ଷ୍ଟୋରରେ ଉପଲବ୍ଧ ରହିଛି। ଅତୁଲ୍ୟ ଓଡ଼ିଶାର ଅସଲି ହାତ ତିଆରି ଗହଣାକୁ ଗ୍ରାହକ ଚାନ୍ଦି ଭଣ୍ଡାରରେ ପାଇପାରିବେ। ଚାନ୍ଦି ଭଣ୍ଡାର ଗୋଟିଏ ଛାତ ତଳେ ଗହଣା, କଟ୍‌ଲେରି, ସିଲ୍‌ଭର୍‌ ୱେର୍‌ ଏବଂ କର୍ପୋରେଟ୍‌ ଉପହାରର ବ୍ୟାପକ ସମ୍ଭାର ପ୍ରଦାନ କରାଯାଉଛି। ଭାରତର ବିଭିନ୍ନ କୋଣରୁ ସୁନ୍ଦର ଗହଣା ପିସ ସହ ସର୍ବୋତ୍ତମ ଓଡ଼ିଆ କାରୁକାର୍ଯ୍ୟକୁ ମଧ୍ୟ ଚାନ୍ଦି ଭଣ୍ଡାର ଗ୍ରାହକଙ୍କ ନିକଟକୁ ଆଣିଛି। ଗ୍ରାହକଙ୍କୁ ବ୍ୟାପକ ରେଞ୍ଜ୍‌ ରୁପା ଉତ୍ପାଦ ଯୋଗାଇବା, ଜୀବନ କାଳ ମାଗଣା କ୍ଲିନିଂ, ସର୍ବୋତ୍ତମ ବଦଳ ନୀତି, କଷ୍ଟମାଇଜେସନ୍‌, କ୍ରୟ ପୂର୍ବରୁ ପରଖିବା, ଭାଲ୍ୟୁ ଫର୍‌ ମନି ଏବଂ ହଲ୍‌ ମାର୍କ ଯୁକ୍ତ ଓ କ୍ୱାଲିଟି ଉତ୍ପାଦ ଚାନ୍ଦି ଭଣ୍ଡାରର ପ୍ରତିଶ୍ରୁତି।
ଉଲ୍ଲେଖଯୋଗ୍ୟ, ୨୦୧୩ ରେ ଏକ ସ୍ବତନ୍ତ୍ର ସିଲ୍‌ଭର ଷ୍ଟୋର ଭାବେ ଚାନ୍ଦି ଭଣ୍ଡାର ଓଡ଼ିଶାରେ ସ୍ଥାପିତ ହୋଇଥିଲା। ଏହାର ଉଦ୍ଦେଶ୍ୟ ଥିଲା ଓଡ଼ିଶାବାସୀଙ୍କୁ ଶୁଦ୍ଧ ରୁପା କ୍ରୟ ଅନୁଭୂତି ପ୍ରଦାନ କରିବା। ସୂଚନାଯୋଗ୍ୟ, ଭୁବନେଶ୍ୱର ଶହୀଦନଗରରୁ ଆରମ୍ଭ ହୋଇଥିବା ଚାନ୍ଦି ଭଣ୍ଡାରର ବର୍ତ୍ତମାନ ସମଗ୍ର ଓଡ଼ିଶାରେ ଉପସ୍ଥିତି ଜାହିର କରିପାରିଛି। ଭୁବନେଶ୍ୱରର ଶହୀଦନଗର ଏବଂ ପଟିଆ ସମେତ ରାଉରକେଲାର ଉଦିତନଗର,ଅନୁଗୋଳର ଅମଲାପଡ଼ା ଏବଂ କଟକର କ୍ୟାଣ୍ଟନ୍‌ମେଣ୍ଟ ରୋଡ୍‌ଠାରେ ଚାନ୍ଦି ଭଣ୍ଡାରର ଷ୍ଟୋର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri