Posted inଜାତୀୟ

ଭାରତରେ କରୋନା ଟିକା ପାଇଁ କାର୍ଯ୍ୟକାରୀ ହେବ ଏହି ସ୍ବତନ୍ତ୍ର ଆପ୍‌: ନିଜକୁ କରିବାକୁ ହେବ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୮।୧୨: ଦେଶରେ ଖୁବ୍‌ଶୀଘ୍ର ଉପଲବ୍ଧ ହେବ କରୋନା ଟିକା। ଏଥି ପାଇଁ ସ୍ବତନ୍ତ୍ର ଆପ୍‌ କୋ-ଓ୍ବିନ୍‌ କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି। ଆପ୍‌ ଦ୍ୱାରା ଟିକା ପାଇଁ ଜଣେ ନିଜକୁ ରେଜିଷ୍ଟ୍ରେଶନ କରିପାରିବ। ଏହାଛଡ଼ା ଗୋଷ୍ଠୀଗତ ରେଜିଷ୍ଟ୍ରେଶନ ମଧ୍ୟ ଆପ୍‌ ଦ୍ୱାରା କରାଯାଇପାରିବ। ନିକଟରେ କେଉଁଠି ଟିକାକରଣ କେନ୍ଦ୍ର ରହିଛି ସେନେଇ ଆପ୍‌ରୁ ସୂଚନା ମିଳିବ। ଟିକା ସଂରକ୍ଷଣ,ପରିଚାଳନା ଆଦି ନେଇ ମଧ୍ୟ ଆପ୍‌ ଦ୍ୱାରା ସୂଚନା ମିଳିବ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ରେ ପୁଣି ପ୍ରଧାନମନ୍ତ୍ରୀ ହେବେ ମୋଦି: ହିମନ୍ତ ବିଶ୍ବ ସରମା…

ଗୁଆହାଟୀ,୩୧।୧୨ : ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନରେ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାକୁ ଫେରିବେ। ଶନିବାର ଆସାମ...

ଧାରଣାରେ ବସିଲେ ଉନ୍ନାଓ ପୀଡିତାଙ୍କ ପରିବାର

ଲକ୍ଷ୍ନୌ,୩୦।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ବେଳକୁ ବେଳ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ସୋମବାର ଭାଜପା ବିଧାୟକ କୁଲଦୀପ ସିଂ...

ଭାଜପାରେ ଯୋଗଦେଲେ ୧୫ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ...

ଅଜୟ ଦେବଗନଙ୍କ ଗାଡ଼ିକୁ ମୁମ୍ବାଇରେ ଅଟକାଇଲେ ଆନ୍ଦୋଳନକାରୀ

ମୁମ୍ବାଇ,୩।୩ : ବଲିଉଡ ଅଭିନେତା ଅଜୟ ଦେବଗନଙ୍କ କାରକୁ ମୁମ୍ବାଇରେ ଜଣେ ବ୍ୟକ୍ତି ୧୫ ମିନିଟ୍‌ ପାଇଁ ଅଟକାଇ ଦେଇଥିଲେ। ଗତ ମାସରେ ଆମେରିକାନ ପପ୍‌...

୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ଦେଶର ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ୍‌ ଦିଆଯିବ।...

ବିଚାରପତିଙ୍କୁ ହତ୍ୟା, ସିଜେଆଇ ଦେଲେ ଆଶ୍ୱାସନା…

ଧାନବାଦ,୨୯।୭: : ଝାଡ଼ଖଣ୍ଡରେ ଅଟୋ ଧକ୍କା କରି ଅତିରିକ୍ତ ଜିଲା ବିଚାରପତି ଉତ୍ତମ ଆନନ୍ଦଙ୍କ ହତ୍ୟା ଘଟଣାରେ ସୁପ୍ରିମ୍‌କୋର୍ଟରେ ଉଦ୍‌ବେଗ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ...

ଗାଁ-ଗରିବ ଚାଷୀ-ରୋଜଗାରକୁ ବଜେଟରେ ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଗାଁ-ଗରିବ ଚାଷୀ-ରୋଜଗାରକୁ ଗୁରୁତ୍ୱ ଦିଆଯାଇଛି। ୨୦୩୦ ସୁଦ୍ଧାରେ ଦେଶରେ ଯୁବବର୍ଗଙ୍କ ସଂଖ୍ୟା...

‘ ଦିନେ ମୋଦିଙ୍କ ନାମରେ ନାମିତ ହେବ ଭାରତ ’

କୋଲକାତା,୮।୩ : ନିଜ ନାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମକରଣ କରିଛନ୍ତି। କୋଭିଡ୍‌-୧୯ ଭାକ୍ସିନ ପ୍ରମାଣପତ୍ରରେ ନିଜ ଫଟୋ ଛପାଇଛନ୍ତି। ନିଜ ଫଟୋକୁ ଇସ୍ରୋ...

Advertisement
Archives

Model This Week