ଛତ୍ରପୁର,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିରେ ସ୍ପେଶିଆଲ ଡ୍ରାଇଭ ଆରମ୍ଭ ହୋଇଛି। ଏଥିରେ ଦାରିଦ୍ର୍ୟ ପ୍ରପୀଡ଼ିତ ଓ ନିରାଶ୍ରୟଙ୍କୁ କରୋନା ଟିକା ଦିଆଯାଉଛି। ଏ ନେଇ ସହଯୋଗ କରି ଆଗେଇ ଆସିବାକୁ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀ ଏନ୍ ଗଣେଶ ବାବୁ ଅନୁରୋଧ କରିଛନ୍ତି।
ଛତ୍ରପୁର,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିରେ ସ୍ପେଶିଆଲ ଡ୍ରାଇଭ ଆରମ୍ଭ ହୋଇଛି। ଏଥିରେ ଦାରିଦ୍ର୍ୟ ପ୍ରପୀଡ଼ିତ ଓ ନିରାଶ୍ରୟଙ୍କୁ କରୋନା ଟିକା ଦିଆଯାଉଛି। ଏ ନେଇ ସହଯୋଗ କରି ଆଗେଇ ଆସିବାକୁ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀ ଏନ୍ ଗଣେଶ ବାବୁ ଅନୁରୋଧ କରିଛନ୍ତି।
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
