ଛତ୍ରପୁର,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିରେ ସ୍ପେଶିଆଲ ଡ୍ରାଇଭ ଆରମ୍ଭ ହୋଇଛି। ଏଥିରେ ଦାରିଦ୍ର୍ୟ ପ୍ରପୀଡ଼ିତ ଓ ନିରାଶ୍ରୟଙ୍କୁ କରୋନା ଟିକା ଦିଆଯାଉଛି। ଏ ନେଇ ସହଯୋଗ କରି ଆଗେଇ ଆସିବାକୁ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀ ଏନ୍ ଗଣେଶ ବାବୁ ଅନୁରୋଧ କରିଛନ୍ତି।
ଛତ୍ରପୁର,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିରେ ସ୍ପେଶିଆଲ ଡ୍ରାଇଭ ଆରମ୍ଭ ହୋଇଛି। ଏଥିରେ ଦାରିଦ୍ର୍ୟ ପ୍ରପୀଡ଼ିତ ଓ ନିରାଶ୍ରୟଙ୍କୁ କରୋନା ଟିକା ଦିଆଯାଉଛି। ଏ ନେଇ ସହଯୋଗ କରି ଆଗେଇ ଆସିବାକୁ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀ ଏନ୍ ଗଣେଶ ବାବୁ ଅନୁରୋଧ କରିଛନ୍ତି।
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…
ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…
କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…
ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…