୨୧ରୁ ଭୋଟର ତାଲିକା ସଂଶୋଧନ ନେଇ ସ୍ବତନ୍ତ୍ର ଡ୍ରାଇଭ୍‌

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି। ଆସନ୍ତା ୨୧ ତାରିଖରୁ ଏ ନେଇ ସ୍ବତନ୍ତ୍ର ଡ୍ରାଇଭ ମଧ୍ୟ ଆରମ୍ଭ ହେବ। ଏହି ସମୟରେ ସମସ୍ତେ ନିଜ ନିଜର ଭୋଟ୍‌ ପରିଚୟ ପତ୍ର ସଂଶୋଧନ ଆଦି କାଯର୍ର୍‌ୟ ନେଇ ଆବେଦନ କରିପାରିବେତ। ପ୍ରାଥମିକତା ଭିତ୍ତିରେ ଏସବୁ ଆବେଦନକୁ ଗ୍ରହଣ କରାଯିବା ସହ ଆବଶ୍ୟକୀୟ ପରିବର୍ତ୍ତନ କରାଯିବ ବୋଲି ବୁଧବାର ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି।

ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ ମାଧ୍ୟମରେ ବିଏଲ୍‌ଓମାନଙ୍କ ନିକଟରେ ଆବଶ୍ୟକୀୟ ସଂଶୋଧନ କରିପାରିବେ। ଭୋଟର ହେଲ୍ପ ଲାଇନ୍‌କୁ ଯାଇ ମଧ୍ୟ ଏହି ସଂଶୋଧନ କରିପାରିବେ । ଏପରିକି ନମ୍ବର ସ୍ପିଡ ପୋଷ୍ଟରେ ଯିବ। ଏଣୁ ସଠିକ ଠିକଣା ଦେବାକୁ କୁହାଯାଇଛି।

ଲୋହାନୀ କହିଛନ୍ତି, ଆମେ କୋଭିଡ୍‌ କାରଣରୁ ଅନ୍‌ଲାଇନ୍‌ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେଉଛୁ । ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୨୦ ହଜାର ଫର୍ମ ଆସିଛି । ସେଥିମଧ୍ୟରୁ ୮୦ ପ୍ରତିଶତ ଆମେ ଅନ୍‌ଲାଇନ୍‌ ମାଧ୍ୟମରେ ପାଇଛୁ । ଗତ ବର୍ଷ ଏହା ୮ ପ୍ରତିଶତ ରହିଥିଲା । ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ଡବଲ୍‌ ଆଇଡି ଡିଲିଟ୍‌ କରାଯାଇଛି। ଆଗକୁ ଯଦି ସେଭଳିି ନଜର ଆସିବ ତାକୁ ବି ଡିଲିଟ କରାଯିବ। ତେବେ ଏହି https://www.nvsp.in ଲିଙ୍କ ସହାୟତାରେ ଭୋଟର ତାଲିକା ନେଇ ଆବଶ୍ୟକୀୟ କାର୍ଯ୍ୟ କରିପାରିବେ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri