Posted inଜାତୀୟ

ପରିବେଶ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଗଠନ ହେଲା ସ୍ୱତନ୍ତ୍ର କ୍ଷମତାସମ୍ପନ୍ନ କେନ୍ଦ୍ରୀୟ କମିଟି

ନୂଆଦିଲ୍ଲୀ,୧୨।୧୨: ସୁପ୍ରିମ୍‍କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ
ପରିବେଶ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି । ଏହି କେନ୍ଦ୍ରୀୟ କ୍ଷମତାସମ୍ପନ୍ନ କମିଟିର ନୂତନ ଅଧ୍ୟକ୍ଷ ଭାବେ ସିଦ୍ଧାନ୍ତ ଦାସଙ୍କୁ ନିଯୁକ୍ତ କରାଯାଇଛି । ଦାସ ଏବେ ଓଡ଼ିଶା ରିଏଲ୍‍ ଇଷ୍ଟେଟ୍‍ ରେଗୁଲେଟୋରୀ ଅଥରିଟି-ORERA ର ଅଧ୍ୟକ୍ଷ ଅଛନ୍ତି ।

କମିଟିର ଅନ୍ୟତମ ସଦସ୍ୟଭାବେ ସୁନୀଲ ଲିମାୟେ, ଚନ୍ଦ୍ରପ୍ରକାଶ ଗୋଏଲ୍‍ ଏବଂ ଜେଆର୍‍ ଭଟ୍ଟଙ୍କୁ ମନୋନୀତ କରାଯାଇଛି । ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଭାନୁମତୀ ଜି.ଙ୍କୁ ସଦସ୍ୟ ସଚିବ ରଖାଯାଇଛି । କମିଟିର ଅବଧି ସର୍ବନିମ୍ନ ୩ ବର୍ଷ ଧାର୍ଯ୍ୟ କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri