ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ନ୍ୟୁୟର୍କରେ ବିଶେଷ ଆୟୋଜନ

ନ୍ୟୁୟର୍କ,୧୦ ।୮: ଭାରତର ମହା ବାଣିଜ୍ୟ ଦୂତାବାସ ନ୍ୟୁୟର୍କରେ ଇଣ୍ଡୋ-ଆମେରିକାନ ଆର୍ଟ କାଉନସିଲ ସହ ‘ଆଜାଦିକା ଅମୃତ ମହୋତ୍ସବ’କୁ ନେଇ ଏକ ମହୋତ୍ସବ ଆୟୋଜନ କରାଯାଇଛି । ତେବେ ଭାରତର ୭୫ ତମ ସ୍ୱାଧିନତା ଦିବସ ପୂର୍ତ୍ତି ଅବସରରେ ଏଠାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହେବ ।
କାର୍ଯ୍ୟକ୍ରମରେ ସିତାର ବାଦକ ଉସ୍ତାଦ ଅମଜଦ ଅଲି ଖାଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବେ । ଏହି ଅବସରରେ ଫଟୋଗ୍ରାଫି, ନୃତ୍ୟ, ସଙ୍ଗିତ ଓ ଭାରତର ଶାସ୍ତ୍ରୀୟ ସଂସ୍କୃତିର ଝଲକ ପ୍ରଦର୍ଶିତ କରାଯିବ ।
ଏହି କାର୍ଯ୍ୟକ୍ରମରେ ଆମେରିକୀୟ ତଥା ପ୍ରବାସୀ ଭାରତୀୟଙ୍କୁ ‘ଏକ ଉଜ୍ଜ୍ୱଳ ଲୋକତନ୍ତ୍ର ଭାବେ ଭାରତର ପ୍ରଗତି’ର ଝଲକ ଦେଖାଯିବ । ଦୁଇ ସପ୍ତାହ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ନ୍ୟୁୟର୍କ ସହରର ଐତିହାସିକ ଦୃଷ୍ଟିରୁ ମହତ୍ୱପୂର୍ଣ୍ଣ କିଛି ସାଂସ୍କୃତିକ ସ୍ଥଳରେ, ୧୫ ଅଗଷ୍ଟରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri