ପୁରୀରେ ପୋଲିସ ଛାଉଣି

ପୁରୀ,୯।୫: ଅପରେଶନ ସିନ୍ଦୂରର ପ୍ରଭାବରେ ଥରହର ହୋଇପଡିଛି ପାକିସ୍ତାନ। ଗୁରୁବାର ରାତିସାରା, ଜମ୍ମୁ, ପଠାନକୋଟ ଏବଂ ଉଧମପୁରର ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନରୁ ଡ୍ରୋନ ଏବଂ ମିଶାଇଲ ଦ୍ୱାରା ଟାର୍ଗେଟ କରାଯାଇଥିଲା। କିନ୍ତୁ ଭାରତର ୩ ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିଲେ। S-400 ଭଳି ବାୟୁ ପ୍ରତିରକ୍ଷା ପ୍ରଣାଳୀ ସାରା ରାତି କାମ କରିଥିଲା ଏବଂ ପାକିସ୍ତାନର ଆକ୍ରମଣର ପ୍ରତ୍ୟେକ ପ୍ରୟାସକୁ ତୁରନ୍ତ ନିଷ୍କ୍ରିୟ କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଦିଆଯାଇଛି। ସୁରକ୍ଷାରେ ସ୍ବତନ୍ତ୍ର ବାହିନୀଙ୍କ ମୁତୟନ କରାଯାଇଛି। ୧୫୦ରୁ ଅଧିକ ପୋଲିସ କର୍ମଚାରୀ ଶ୍ରୀମନ୍ଦିରକୁ ଜଗି ରହିଛନ୍ତି । ସାରାରାତି ପୋଲିସ ପକ୍ଷରୁ ଚେକିଂ ଏବଂ ବ୍ଲକିଂ କରାଯାଇଛି। ଏପରିକି ପୁରୀ ସହରର ବିଭିନ୍ନ ହୋଟେଲରେ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି। ହୋଟେଲରେ ରହୁଥିବା ଲୋକଙ୍କ ପରିଚୟପତ୍ର ମଧ୍ୟ ପୋଲିସ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri