ମୂଳ ଭାରତୀୟ କୃଷ୍ଣା ଏମଏଲକେଙ୍କୁ ସ୍ବତନ୍ତ୍ର ଗ୍ରାଣ୍ଡ ପରେଡ଼ ସମ୍ମାନ…

ଓ୍ବାଶିଂଟନ,୧୭।୧ : ମାର୍ଟିନ ଲୁଥର୍‌ କିଙ୍ଗ ଗ୍ରାଣ୍ଡ ପ୍ୟାରେଡ ସ୍ବତନ୍ତ୍ର ସମ୍ମାନରେ ଆମେରିକୀୟ ତଥା ମୂଳ ଭାରତୀ କୃଷ୍ଣ ଭାଭିଲାଙ୍କୁ ସମ୍ମାନିତ କରାଯାଇଛି। କୃଷ୍ଣ ଭାଭିଲା ହଷ୍ଟୋନିଆନ ଏବଂ ଫାଉଣ୍ଡେସନ ଫର୍‌ ଇଣ୍ଡିଆ ଷ୍ଟଡିଜର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଅଟନ୍ତି। ସେ ପୂର୍ବରୁ ଅନେକ ଥର ଏମଏଲକେ ଗ୍ରାଣ୍ଡ ପରେଡର ନେତୃତ୍ୱ ନେଇଛନ୍ତି। ମାର୍ଟିନ ଲୁଥର୍‌ କିଙ୍ଗ ଜୁର୍‌ ଙ୍କ ଜନ୍ମଦିନ ଅବସରରେ ଏହି ପରେଡ ଆୟୋଜିତ ହୋଇଥିଲା । ଉଲ୍ଲେଖନୀୟ କଥା ହେଉଛି, ମାର୍ଟିନ ଲୁଥର୍‌ କିଙ୍ଗ ଜୁ ୧୫ ଜାନୁୟାରୀ ୧୯୨୯ ରେ ଜର୍ଜିଆର ଆଟଲାଣ୍ଟାଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କୁ ଆମେରିକାର ଗାନ୍ଧୀ ମଧ୍ୟ କୁହାଯାଏ।

ଏହି ପରିପ୍ରେକ୍ଷୀରେ ମାର୍ଟିନ ଲୁଥର୍‌ କିଙ୍ଗ ଗ୍ରାଣ୍ଡ ପରେଡ ସ୍ପେଶାଲ ଆୱାର୍ଡ ଅଧୀନରେ ଭାରତୀୟ-ଆମେରିକୀୟ କୃଷ୍ଣ ଭାଭିଲାଙ୍କୁ ଟ୍ରଫି ଏବଂ ପ୍ଲେକ ପ୍ରଦାନ କରାଯାଇଥିଲା। ତାଙ୍କୁ ଏମଏଲକେ ଜୁନିଅର ପ୍ୟାରେଡ ଫାଉଣ୍ଡେଶନର ଅଧ୍ୟକ୍ଷ ତଥା ସିଇଓ ଚାଲର୍‌ସ ଷ୍ଟାମ୍ପ ଏହି ସମ୍ମାନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri