ସୂର୍ଯ୍ୟୋପରାଗ ପାଇଁ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ ଅଫିସ୍‌,୨୪।୧୦: ଦୀପାବଳି ଅମାବାସ୍ୟ ଅବସରରେ ସୋମବାର ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟୋପରାଗ ପଡୁଥିବାରୁ ଶ୍ରୀମନ୍ଦିରରେ ଆଜି ହିଁ ଦୀପଦାନ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ।
ଶ୍ରୀମନ୍ଦିରରେ ମଙ୍ଗଳବାର ରାତି ୧୨ଟାରେ ଦ୍ୱାରଫିଟା, ସାଢ଼େ ୨ଟାରୁ ୩ଟା ଭିତରେ ସକାଳଧୂପ, ୪ଟାରେ ବାଳଧୂପ, ୪ଟା ୫୫ରେ ଭୋଗମଣ୍ଡପ ଶେଷ ହୋଇ ନୀତି ବନ୍ଦ ରହିବ। ପୁଣି ଭୋଗ ମଣ୍ଡପ ସରିବା ପରେ ରାଧା ଦାମୋଦର ବେଶ ମଇଲମ ହୋଇ ଅପରାହ୍ନ ୪ଟା ୫୬ରେ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ ହେବ।
ସୂଚନାଯୋଗ୍ୟ, ମଙ୍ଗଳବାର ଭୋରରୁ କେତୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟୋପରାଗ ପଡ଼ୁଛି। ସୂର୍ଯ୍ୟୋପରାଗ ସ୍ପର୍ଶର ୧୨ଘଣ୍ଟା ପୂର୍ବରୁ ପାକତ୍ୟାଗ ନୀତି ରହିଛି। ଗ୍ରହଣ ସ୍ପର୍ଶ ଦିନ ୪ଟା ୫୬ ମିନିଟ ୫୨ ସେକଣ୍ଡ ଓ ଗ୍ରହଣ ସର୍ବମୋକ୍ଷ ସନ୍ଧ୍ୟା ୬ଟା ୨୬ ମିନିଟ ୫୨ସେକେଣ୍ଡରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri