ଜିଓର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର, ୨୪।୯: ରିଲାଏନ୍ସ ଜିଓ ପକ୍ଷରୁ ଏକ ସ୍ବତନ୍ତ୍ର ଅଫରର ଶୁଭାରମ୍ଭ କରାଯାଇଛି। ବିଶେଷକରି ଭାରତରେ ନିର୍ମିତ ଆଇଫୋନ୧୫କୁ ରିଲାଏନ୍ସ ଡିଜିଟାଲ, ଜିଓ ମାର୍ଟ କିମ୍ବା ରିଲାଏନ୍ସ ରିଟେଲ ଷ୍ଟୋରରୁ କିଣୁଥିବା ଗ୍ରାହକମାନେ ଏହି ଆକର୍ଷଣୀୟ ଅଫରର ଲାଭ ନେଇପାରିବେ। ଏପରିକି ରିଲାଏନ୍ସ ରିଟେଲ କିମ୍ବା ଅନ୍‌ଲାଇନ ଷ୍ଟୋରରୁ ଆଇଫୋନ ୧୫ କିଣିବା ସହିତ ଗ୍ରାହକମାନେ ବିନା ମୂଲ୍ୟରେ ୬ମାସ ପାଇଁ ଜିଓର ମାସିକ ୩୯୯ ଟଙ୍କିଆ ପ୍ଲାନ୍‌ର ଲାଭ ନେଇପାରିବେ। ଏଥିରେ ଦୈନିକ ୩ ଜିବି ହାଇସ୍ପିଡ୍‌ ଡାଟା, ଅସୀମିତ ଭଏସ୍‌ କଲ୍‌ ଓ ଦୈନିକ ୧୦୦ଏସ୍‌ଏମ୍‌ଏସ୍‌ ସମେତ ଆହୁରି ଅନେକ ସୁବିଧା ସାମିଲ ରହିଛି। ମୋଟ ଉପରେ ୨୩୯୪ ଟଙ୍କାର ଲାଭ ବିନା ମୂଲ୍ୟରେ ଗ୍ରାହକମାନଙ୍କୁ ଉପରୋକ୍ତ ଅଫର ଜରିଆରେ ମିଳୁଛି। ସେହିଭଳି ଏହି ଅଫର ୧୪୯ ଟଙ୍କା କିମ୍ବା ଊର୍ଦ୍ଧ୍ୱ ପ୍ଲାନ୍‌ର ନୂଆ ପ୍ରିପେଡ୍‌ ଆକ୍ଟିଭେଶନରେ ହିଁ ଉପଲବ୍ଧ ରହିଛି। ତେବେ ଜିଓ ପକ୍ଷରୁ ଦିଆଯାଉଥିବା ଏହି ୬ ମାସର ମାଗଣା ପ୍ଲାନ୍‌ କେବଳ ଆଇଫୋନ ୧୫ ଡିଭାଇସରେ ହିଁ କାର୍ଯ୍ୟ କରିବ ବୋଲି ଜିଓ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri