ସେପ୍ଟେମ୍ବର ୩ରୁ ସ୍ପେଶାଲ ଓଜେଇଇ, ୪ ଶିଫ୍ଟରେ ପରୀକ୍ଷା ଦେବେ ପିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସେପ୍ଟେମ୍ବର ୩ରୁ ସ୍ପେଶାଲ ଓ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ରେ ଏହି ପରୀକ୍ଷା କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ ୪ଟି ଶିଫ୍ଟରେ ପରୀକ୍ଷା କରାଯିବ। ପରୀକ୍ଷା ସୂଚୀ ଓଜେଇର ଓ୍ବେବ୍‌ସାଇଟ www.ojee.nic/www.odishajee.comରେ ଉପଲବ୍ଧ ହେବ।

ସେପ୍ଟେମ୍ବର ୩ରେ ଏମ୍‌ବିଏ ପାଇଁ ପରୀକ୍ଷା ପୂର୍ବାହ୍ନ ୯ରୁ ୧୦ ଓ ସାଢ଼େ ୧୧ରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ହେବ। ସେହିପରି ଏଲ୍‌ଇ-ଟେକ୍‌ (ଡିପ୍ଲୋମା) ପାଇଁ ଅପରାହ୍ନ ୨ରୁ ୩ଟା ଏବଂ ସାଢ଼େ ୪ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୪ରେ ବିଟେକ୍‌ ପରୀକ୍ଷା ସକାଳ ୯ରୁ ୧୦ଟା, ସାଢ଼େ ୧୧ରୁ ସାଢ଼େ ୧୨ଟା ଏବଂ ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ କରାଯିବ।

ସେହିପରି ସେପ୍ଟେମ୍ବର ୭ ପୂର୍ବାହ୍ନ ୯ଟାରୁ ୧୦ଟା ବି.ଫାର୍ମା, ଦିନ ସାଢ଼େ ୧୧ରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ବି.ଫାର୍ମା ସହିତ ଏମ୍‌ଟେକ୍‌ ଓ ଏମ ଆର୍କିଟେକ୍‌ ସହିତ ଏମ୍‌ ଫାର୍ମା ଏବଂ ଅପରାହ୍ନ ୨ରୁ ୩ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri