ସ୍ପେଶାଲ OTET ରେଜଲ୍ଟ ପ୍ରକାଶ: ଏହି ଓ୍ବେବସାଇଟରେ ଦେଖିପାରିବେ ରେଜଲ୍ଟ

ଭୁବନେଶ୍ୱର,୧୫।୧୧: ପ୍ରକାଶ ପାଇଲା ସ୍ପେଶାଲ OTET-୨୦୨୫ ରେଜଲ୍ଟ। ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ଶନିବାର ପ୍ରକାଶ ପାଇଛି। ପେପର-୧ରେ ୧୨ହଜାର ୯୮୮ କୃତକାର୍ଯ୍ୟ, ପାସ ହାର ୪୭.୧୭% ଥିବା ବେଳେ ପେପର ୨ରେ ୩୫ ହଜାର ୧୬୫ କୃତକାର୍ଯ୍ୟ ଏବଂ ପାସ ହାର ୭୮.୩୫% ରହିଛି। ମୋଟ ୪୮ ହଜାର ୧୫୩ ଜଣ କୃତକାର୍ଯ୍ୟ ନେଇ BSE ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀମାନେ www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri